ନୂଆଦିଲ୍ଲୀ, ୨୪/୮ : ସରକାରୀ କର୍ମଚାରୀଙ୍କ ପାଇଁ ଆସିଛି ନୂଆ ପେନସନ ସ୍କିମ୍। ୟୁନିଫାଏଡ୍ ପେନସନ ସ୍କିମ୍ (ୟୁପିଏସ୍) ଉପରେ ଆଜି କେନ୍ଦ୍ର କ୍ୟାବିନେଟର ମୋହର ବାଜିଛି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ […]
Category: ଭାରତ
ଜମ୍ମୁ-କଶ୍ମୀର ନିର୍ବାଚନ ପୂର୍ବରୁ ରାହୁଲ ରଖିଲେ ଏହି ସର୍ତ୍ତ, ଜାଣନ୍ତୁ କ’ଣ
ନୂଆଦିଲ୍ଲୀ,୨୨/୮: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସର ମିଳିତ ମେଣ୍ଟ ତଥା ଜାତୀୟ ସମ୍ମିଳନୀକୁ ନେଇ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଗୁରୁବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶ୍ରୀନଗରରେ କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି। […]
ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖିଲେ ମମତା
କୋଲକାତା,୨୨/୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ବଳାତ୍କାର ମାମଲାରେ କଠୋର ଆଇନ କରିବାକୁ ଅପିଲ କରିଛନ୍ତି। କୋଲକାତାର ଏକ ସରକାରୀ ଡାକ୍ତରଖାନାରେ ଟ୍ରେନିଂ ଡାକ୍ତରଙ୍କ ଭୟଙ୍କର […]
ପୋଲାଣ୍ଡରେ ପହଞ୍ଚିଲେ ମୋଦି
ଓ୍ବାର୍ସ/ନୂଆଦିଲ୍ଲୀ,୨୧/୮: ଦୁଇ ଦିନିଆ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୋଲାଣ୍ଡର ଓ୍ବାର୍ସରେ ପହଞ୍ଚିଛନ୍ତି। ପୋଲାଣ୍ଡ ପରେ ମୋଦି ମଧ୍ୟ ୟୁକ୍ରେନ ଗସ୍ତ କରିବେ। ଗତ ୪୫ ବର୍ଷ ମଧ୍ୟରେ ପୋଲାଣ୍ଡ ଗସ୍ତରେ […]
ଅଗ୍ନି କ୍ଷେପଣାସ୍ତ୍ରର ଜନକ ଡ. ରାମ ନାରାୟଣ ଅଗ୍ରଓ୍ବାଲଙ୍କ ପରଲୋକ
ନୂଆଦିଲ୍ଲୀ,୧୫/୮ : ବିଶ୍ୱର ଅନ୍ୟତମ ଶକ୍ତିଶାଳୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ଅଗ୍ନି କ୍ଷେପଣାସ୍ତ୍ରର ଜନକ ଭାବେ ପରିଚିତ ଡିଆରଡିଓ କ୍ଷେପଣାସ୍ତ୍ର ବୈଜ୍ଞାନିକ ପଦ୍ମଭୂଷଣ ଡ. ରାମ ନାରାୟଣ ଅଗ୍ରୱାଲଙ୍କ ଗୁରୁବାର ପରଲୋକ ଘଟିଛି। ହାଇଦ୍ରାବାଦରେ ଶ୍ରୀଅଗ୍ରୱାଲଙ୍କ […]
ଲାଲକିଲ୍ଲାରୁ ମୋଦିଙ୍କ ସମ୍ବୋଧନ- ୪୦ କୋଟି ଥିବାବେଳେ ସ୍ୱାଧୀନତା ପାଇଥିଲୁ, ଆଜି ତ ଆମେ ୧୪୦ କୋଟି
ନୂଆଦିଲ୍ଲୀ, ୧୫/୮ : ୭୮ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିଲ୍ଲୀର ଲାଲ୍ କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି […]
ସ୍ୱାଧୀନତା ଦିବସ ପୂର୍ବରୁ ଦେଶକୁ ସମ୍ବୋଧନ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୧୪/୮ : ଆସନ୍ତାକାଲି ଦେଶ ପାଳିବ ୭୮ତମ ସ୍ୱାଧୀନତା ଦିବସ। ୭୮ତମ ସ୍ୱାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ନିଜ ଅଭିଭାଷଣରେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ […]
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଫିଜିର ସର୍ବୋଚ୍ଚ ନାଗରିକ ପୁରସ୍କାର
ନୂଆଦିଲ୍ଲୀ,୬/୮ : ଫିଜି ଗସ୍ତ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଆୟୋଜିତ ପାରମ୍ପରିକ ସ୍ୱାଗତ ସମାରୋହରେ ତାଙ୍କୁ ଫିଜିର ସର୍ବୋଚ୍ଚ ବେସାମରିକ ସମ୍ମାନ – କମ୍ପାନିଅନ୍ ଅଫ୍ ଦି ଅର୍ଡର ଅଫ୍ ଫିଜି […]
ବିଶାଖାପାଟଣା ଷ୍ଟେସନରେ କୋରବା ଏକ୍ସପ୍ରେସରେ ଲାଗିଲା ନିଆଁ
ନୂଆଦିଲ୍ଲୀ,୪/୮ : ବିଶାଖାପାଟଣା ଷ୍ଟେସନରେ ଭୟଙ୍କର ଅଗ୍ନିକାଣ୍ଡ । ଷ୍ଟେସନରେ ଛିଡ଼ା ହୋଇଥିବା ବେଳେ ଧୁ ଧୁ ହୋଇ ଜଳିଥିଲା କୋରବା ଏକ୍ସପ୍ରେସର ୩ଟି ବଗି । ଏହି ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା […]
ହର ଘର ତ୍ରୀରଙ୍ଗା ଅଭିଯାନରେ ଦେଶ ବାସୀଙ୍କୁ ସାମିଲ ହେବା ପାଇଁ ଗୃହମନ୍ତ୍ରୀଙ୍କ ନିବେଦନ
ନୂଆଦିଲ୍ଲୀ,୩/୮ : ନିଜ ଘରେ ତ୍ରିରଙ୍ଗା ଉତ୍ତୋଳନ କରିବାକୁ ଦେଶବାସୀଙ୍କୁ ନିବେଦନ କରିଛନ୍ତି କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ । ଅଗଷ୍ଟ ୯ରୁ ୧୫ ତାରିଖ ପର୍ଯ୍ୟନ୍ତ ଆରମ୍ଭ […]
