ନୂଆଦିଲ୍ଲୀ,୧୭/୯ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜ୍ରିଓ୍ବାଲ । କେଜ୍ରିଓ୍ବାଲ ମଙ୍ଗଳବାର ଅପରାହ୍ନରେ ଉପରାଜ୍ୟପାଳ ବିନୟ ସାକ୍ସେନାଙ୍କୁ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ତାଙ୍କ ସହିତ ଆତିଶୀଙ୍କ ସମେତ […]
Category: ଭାରତ
କ୍ଷମତାକୁ ଆସିବାର ଘଣ୍ଟାକ ଭିତରେ ବନ୍ଦ୍ ହେବ ମଦ: ପ୍ରଶାନ୍ତ କିଶୋର
ପାଟ୍ନା,୧୬/୯ : ରାଜନୈତିକ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ବିହାରରେ ନିର୍ବାଚିତ ହୋଇ କ୍ଷମତାକୁ ଆସିଲେ ଏକ ଘଣ୍ଟା ମଧ୍ୟରେ ମଦ ଉପରେ ପ୍ରତିବନ୍ଧକ ଲଗାଇବେ ବୋଲି ବୟାନ ଦେବା ପରେ ତାଙ୍କର ଏହି ବୟାନ […]
ଉଦ୍ଘାଟନ ପୂର୍ବରୁ ବନ୍ଦେ ମେଟ୍ରୋର ବଦଳିଲା ନାଁ
ନୂଆଦିଲ୍ଲୀ,୧୬/୯: ଦେଶର ପ୍ରଥମ ବନ୍ଦେ ମେଟ୍ରୋ ଟ୍ରେନର ନାମ ଉଦଘାଟନ ପୂର୍ବରୁ ବଦଳିଛି। ଏହାର ନାମ ‘ନମୋ ଭାରତ ରାପିଡ ରେଳ’ ରଖାଯାଇଛି। ରେଲଓ୍ବେ ପକ୍ଷରୁ ଏହି ସୂଚନା ଦିଆଯାଇଛି।ବନ୍ଦେ ଭାରତ ମେଟ୍ରୋ ଟ୍ରେନର […]
ଇସ୍ତଫାର ୧୫ ଦିନ ମଧ୍ୟରେ ନିଜ ବଙ୍ଗଳା ଛାଡିବେ କେଜ୍ରିୱାଲ
ନୂଆଦିଲ୍ଲୀ ୧୬/୯ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ହଠାତ୍ ତାଙ୍କ ଇସ୍ତଫା ଘୋଷଣା କରିଥିଲେ। ଏଥି ସହିତ ସେ ନଭେମ୍ବରରେ ଦିଲ୍ଲୀ ବିଧାନସଭା ନିର୍ବାଚନ କରିବାକୁ ଦାବି କରିଥିଲେ। କେଜ୍ରିୱାଲ ଦିଲ୍ଲୀର ଜନସାଧାରଣଙ୍କ […]
୧୫୬ ଦିନ ପରେ ଜେଲ୍ରୁ ବାହାରିଲେ ଅରବିନ୍ଦ କେଜ୍ରିୱାଲ
ନୂଆଦିଲ୍ଲୀ,୧୩/୯: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ବେଲ ମିଳିବା ପରେ ଶୁକ୍ରବାର ସେ ୧୫୬ ଦିନ ପରେ ଜେଲ୍ରୁ ବାହାରିଛନ୍ତି। ବାହାରକୁ ଆସି ସେ ପାର୍ଟି କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ […]
ପୋର୍ଟବ୍ଲେୟାର ନାଁ ପରିବର୍ତ୍ତନ କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ,୧୩/୯: ଭାରତ ସରକାର ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ରାଜଧାନୀ ପୋର୍ଟ ବ୍ଲେୟାରର ନାମ ପରିବର୍ତ୍ତନ କରିଛନ୍ତି। ସରକାର ପୋର୍ଟ ବ୍ଲେୟାରର ନାମକୁ ‘ଶ୍ରୀ ବିଜୟପୁରମ୍’ ରେ ପରିବର୍ତ୍ତନ କରିଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ […]
ମହାରାଷ୍ଟ୍ରରେ କାହାର ସରକାର ?
ମୁମ୍ବାଇ,୧୧/୯ : ଜମ୍ମୁ-କଶ୍ମୀର ଏବଂ ହରିୟାଣାରେ ବିଧାନସଭା ନିର୍ବାଚନ ହେବ । ଏହାକୁ ନେଇ ଦେଶରେ ରାଜନୈତିକ ଉଷ୍ଣତା ବଢିବା ଆରମ୍ଭ କରିଛି । ଚଳିତ ବର୍ଷ ଶେଷ ସୁଦ୍ଧା ମହାରାଷ୍ଟ୍ରରେ ମଧ୍ୟ ବିଧାନସଭା […]
ଭାରତୀୟ ବାୟୁସେନାରେ ଦୁଷ୍କର୍ମ ଝଡ଼, ୱିଙ୍ଗ କମାଣ୍ଡରଙ୍କ ବିରୋଧରେ ଆସିଲା ଦୁଷ୍କର୍ମ ଅଭିଯୋଗ
ନୂଆଦିଲ୍ଲୀ, ୧୦/୯ : ଭାରତୀୟ ବାୟୁସେନାରେ ଦୁଷ୍କର୍ମ ଝଡ଼। ୱିଙ୍ଗ କମାଣ୍ଡରଙ୍କ ବିରୋଧରେ ଆସିଛି ଦୁଷ୍କର୍ମ ଭଳି ସାଂଘାତିକ ଅଭିଯୋଗ। ଜଣେ ମହିଳା ଫ୍ଲାଇଂ ଅଧିକାରୀ ପୁଲିସ୍ରେ ଏନେଇ ଅଭିଯୋଗ କରିଛନ୍ତି।ଜଣେ ୱିଙ୍ଗ କମାଣ୍ଡର […]
କଂଗ୍ରେସରେ ଯୋଗଦେଲେ ଭିନେଶ ଫୋଗାଟ ଓ ବଜରଙ୍ଗ ପୁନିଆ
ନୂଆଦିଲ୍ଲୀ, ୬/୯ : ହରିୟାଣା ବିଧାନସଭା ନିର୍ବାଚନ ମଧ୍ୟରେ କଂଗ୍ରେସକୁ ମିଳିଛି ବଳ। ଆଜି ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି ରେସଲର ଭିନେଶ ଫୋଗାଟ ଓ ବଜରଙ୍ଗ ପୁନିଆ। କଂଗ୍ରେସରେ ସାମିଲ ହେବା […]
କେଜ୍ରିଓ୍ବାଲ୍ ସମାଜ ପାଇଁ ବିପଦ ନୁହେଁ
ନୂଆଦିଲ୍ଲୀ,୫/୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ ଆବେଦନ ଉପରେ ଶୁଣାଣି ସୁପ୍ରିମକୋର୍ଟରେ ଆରମ୍ଭ ହୋଇଛି। ଦିଲ୍ଲୀ ମଦ ନୀତି ଦୁର୍ନୀତିରେ ଜେଲରେ ଥିବା କେଜ୍ରିୱାଲ ତାଙ୍କ ଗିରଫଦାରୀକୁ ନେଇ ସୁପ୍ରିମକୋର୍ଟରେ ଜାମିନ ଆବେଦନ […]
