ଭୁବନେଶ୍ୱର,୫/୫: କଂଗ୍ରେସ ଜୟ ନାରାୟଣ ପଟ୍ଟନାୟକଙ୍କୁ ପୁରୀ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଛି। ଏହାପୂର୍ବରୁ ପାର୍ଟି ପାଣ୍ଠି ନ ମିଳିବାରୁ ହେତୁ ସୁଚରିତା ମହାନ୍ତି ଟିକେଟ ଫେରସ୍ତ କରିଥିଲେ।ସେ ଅଖିଳ ଭାରତ […]
Category: ରାଜନୀତି
ସ୍ବାଧୀନ ଭାବେ ଲଢିବେ ଖାରବେଳ ସ୍ବାଇଁ
ଭୁବନେଶ୍ବର, ୩/୫ : ସ୍ବାଧୀନ ଭାବେ ବାଲେଶ୍ବରରୁ ଲୋକସଭା ନିର୍ବାଚନ ଲଢିବେ ଖାରବେଳ ସ୍ବାଇଁ । ପ୍ରତାପଙ୍କୁ ଦଳୀୟ ଟିକେଟ ପରେ ଅସନ୍ତୁଷ୍ଟ ଥିବା ପୂର୍ବତନ ସାଂସଦ ଐର ଖାରବେଳ ସ୍ବାଇଁ ସ୍ବାଧୀନ ଭାବେ […]
ସ୍ୱାଧିନ ଭାବେ ନିର୍ବାଚନ ଲଢିବେ ସୌମ୍ୟ !
ଭୁବନେଶ୍ୱର, ୩/୫ : ସବୁ କଳ୍ପନା-ଜଳ୍ପନାର ଅବସାନ ଘଟିଛି । ବରିଷ୍ଠ ନେତା ତଥା ଖଣ୍ଡପଡ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ ଏବେ ସ୍ୱାଧିନ ଭାବେ ନିର୍ବାଚନ ଲଢିବାକୁ ମନସ୍ଥିର କରିଛନ୍ତି । ଏଥିପାଇଁ ସମସ୍ତ […]
ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ
ଆନନ୍ଦପୁର ,୩/୫: କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। କଂଗ୍ରେସ ନେତା ଜୟଦେବ ନିଜ […]
ଆଜି ଓଡିଶା ଆସିବେନି ରାହୁଲ ଗାନ୍ଧି
ଭୁବନେଶ୍ଵର, ୩/୫ : ଆଜି ରାୟଗଡା ସମାବେଶକୁ ଆସିବେନି ରାହୁଲ ଗାନ୍ଧି। କଂଗ୍ରେସ ସୂତ୍ରରୁ ଏ ନେଇ ସୂଚନା ମିଳିଛି। ନ୍ୟାୟ ସମାବେଶରେ ଦଳୀୟ କର୍ମୀ ଓ ଜନସାଧାରଣଙ୍କୁ ସମ୍ବୋଧିତ କରିବା ପାଇଁ ଆଜି […]
ଏହି ୬ଟି ଆସନରେ ପ୍ରାର୍ଥୀ ଦେଲା ବିଜେପି
ଭୁବନେଶ୍ବର, ୨/୫ : ଭାରତୀୟ ଜନତା ପାର୍ଟି (ବିଜେପି) ଗୁରୁବାର ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟିର ସାଧାରଣ ସଂପାଦକ ଅରୁଣ ସିଂହ ପ୍ରେସ୍ ବିଜ୍ଞପ୍ତି […]
ବବି ଦାସଙ୍କ ମା’ଙ୍କୁ ଟିକେଟ ଦେଲା ବିଜେଡି
ଭୁବନେଶ୍ୱର, ୨/୫ : ୧୪୭ଟି ବିଧାନସଭା ଆସନରୁ ବିଜେଡି ୧୪୪ଟି ପାଇଁ ପୂର୍ବରୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଆଜି ବାକି ୩ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବାକି ଥିବା କୋରେଇ, […]
କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, ୨/୫ : କଣ୍ଟାବାଞ୍ଜି ବିଧାନସଭା ଆସନରୁ ପ୍ରଥମ ଥର ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୋଭାଯାତ୍ରାରେ ଯାଇ ନବୀନ ଆଜି ନାମାଙ୍କନ ଭରିଛନ୍ତି। ଟିଟିଲାଗଡ଼ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ […]
୨ ଲୋକସଭା ଓ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ
ଭୁବନେଶ୍ବର,୨୮/୪ : କଂଗ୍ରେସ ପକ୍ଷରୁ ରବିବାର ୨ଟି ଲୋକସଭା ଏବଂ ୮ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି । କଟକ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଭାବେ ସୁରେଶ ମହାପାତ୍ରଙ୍କ ନାମ […]
ଆଜି ଆସୁଛନ୍ତି ରାହୁଲ, ନଡ୍ଡା
ଭୁବନେଶ୍ବର: ରବିବାର ଓଡ଼ିଶାରେ ହାଇଭୋଲଟେଜ୍ ପ୍ରଚାର ଦେଖିବାକୁ ମିଳିବ। ପୂର୍ବାହ୍ନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଅପରାହ୍ନରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଓଡ଼ିଶାକୁ ପ୍ରଚାର ପାଇଁ ଆସୁଥିବାରୁ ରାଜ୍ୟ ରାଜନୀତି […]
