ସାଲେପୁରରୁ ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୭/୪ : ଓଡିଶା ବିଧାନସଭା ନିର୍ବାଚନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ବିଧାନସଭା ନିର୍ବାଚନ ପାଇଁ ୮ ଆସନରେ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ଯେଉଁଥିରେ ଅଭିନେତା […]

ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି

ଭୁବନେଶ୍ବର : ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ମତଦାନ ନିମନ୍ତେ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଆଜି (ଶୁକ୍ରବାର) ବିଜ୍ଞପ୍ତି ପ୍ରକାଶ ପାଇବ। ଏହି ପର୍ଯ୍ୟାୟରେ ୫ ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୩୫ ବିଧାନସଭା […]

୨ ବ୍ଲକ ସଭାପତିଙ୍କୁ ବହିଷ୍କାର କଲା କଂଗ୍ରେସ

ଫୁଲବାଣୀ: ଆଗକୁ ନିର୍ବାଚନ। ପ୍ରଚାରକୁ ଓହ୍ଲାଇଲେଣି ପ୍ରାର୍ଥୀ। ତେବେ ଅସନ୍ତୁଷ୍ଟଙ୍କ ବିରୋଧ ଜାରୀ ରହିଛି। ଏଭଳି ସ୍ଥିତିରେ ବିଦ୍ରୋହୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି କନ୍ଧମାଳ ଜିଲା କଂଗ୍ରେସ। ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ […]

ଆଜି ଓଡିଶା ଆସୁଛନ୍ତି ଅମିତ ଶାହା

ଭୁବନେଶ୍ବର : ନିର୍ବାଚନ ପାଇଁ ସରଗରମ ହେଲାଣି ରାଜନୀତି। କମ୍ପିଲାଣି ପ୍ରଚାର ମଇଦାନ। ଗୁରୁବାରଠାରୁ ବିଜେପିର ପ୍ରଚାର ଅଭିଯାନ ଜୋରଦାର ହେବ। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଆଜି ଅପରାହ୍ଣ ସାଢ଼େ ୩ଟାରେ ଝାରସୁଗୁଡ଼ା […]

ବାରବାଟୀ କଟକରୁ ପ୍ରାର୍ଥୀ ହୋଇପାରନ୍ତି ବିଧାୟକ ମୋକିମଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ

କଟକ,୨୪/୪ : ବାରବାଟୀ କଟକରୁ ପ୍ରାର୍ଥୀ ହୋଇପାରନ୍ତି ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ। ମୋକିମଙ୍କ ଘରେ ସମର୍ଥକଙ୍କୁ ନେଇ ବୈଠକ ପରେ ବୈଠକ ଚାଲୁଛି । ଏବେ କଂଗ୍ରେସରୁ କଟକ ବାରବାଟୀ […]

ଆଜି ପ୍ରଚାର ଆରମ୍ଭ କରିବେ ନବୀନ

ଭୁବନେଶ୍ୱର, ୨୪/୪: ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ଦିନ ପ୍ରଚାର ଆରମ୍ଭ କରିବେ l ସୋମବାର ଯୋଡି ଶଙ୍ଖରେ ଭୋଟ ଦେବାକୁ ନିବେଦନ କରି ଭିଡିଓ ଜାରି କଲା ପରେ ମଇଦାନରେ ପ୍ରଚାର […]

ଓଡିଶା ପାଇଁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା ବିଜେପି

ଭୁବନେଶ୍ବର, ୨୩/୪ : : ଭାରତୀୟ ଜନତା ପାର୍ଟି(ବିଜେପି) ପକ୍ଷରୁ ଓଡିଶା ପାଇଁ ୪୦ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରାଯାଇଛି । ତାଲିକାର ଏକ ନମ୍ବରରେ ରହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । […]

୧ଲୋକସଭା ଓ ୧୧ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ସିପିଆଇ

ଭୁବନେଶ୍ୱର, ୨୨/୪ : ଓଡ଼ିଶା ପାଇଁ ଗୋଟିଏ ଲୋକସଭା ଆସନ ଓ ୧୧ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି ସିପିଆଇ। ଜଗତସିଂହପୁର ଲୋକସଭା ଆସନ ପାଇଁ ରମେଶ ଚନ୍ଦ୍ର ସେଠୀଙ୍କୁ ପ୍ରାର୍ଥୀ କରିଛି […]

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର, ୨୨/୪: ସାଧାରଣ ନିର୍ବାଚନ ପାଇଁ ପ୍ରଚାର କରିବାକୁ ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏହି ସମୟରେ ସମୟରେ ସେ ଏପ୍ରିଲ ୨୮ ରେ ସାଲେପୁର ଗସ୍ତ କରିବେ ବୋଲି […]

ସପ୍ତମ ପର୍ଯ୍ୟାୟରେ ୬ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ଵର: ବିଧାନସଭା ନିର୍ବାଚନ ପାଇଁ ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ସୋମବାର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଉ ୬ଜଣ ବିଧାନସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ହିନ୍ଦୋଳ-ମହେଶ ସାହୁ […]