ଜୁନ୍‌‌ ୧ସୁଦ୍ଧା କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ, ୨୭/୫ : ଚଳିତ ଥର ସଅଳ ଆସିବ ମୌସୁମୀ। ଆଗାମୀ ୫ଦିନ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁପାରେ। ଜୁନ ୧ସୁଦ୍ଧା କେରଳ ଛୁଇଁବା ନେଇ ପୂର୍ବାନୁମାନ କରିଛି ଭାରତୀୟ […]

ଆଜି ଫୁଲବାଣୀ ଆସୁଛନ୍ତି ମଲ୍ଲିକାର୍ଜୁନ ଖଡଗେ

ଫୁଲବାଣୀ, ୧୬/୫ : ଆଜି ଫୁଲବାଣୀ ଆସୁଛନ୍ତି କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ। ଗୁଦାରୀ ଏୟାରଷ୍ଟ୍ରିପରେ ଅପରାହ୍ନ ୩.୩୦ରେ ପହଞ୍ଚିବା ପରେ ଏକ ଶୋଭାଯାତ୍ରାରେ କରୋନେସନ ପଡିଆରେ ପହଂଚି ଏକ ଜନସଭାକୁ ସମ୍ବୋଧିତ […]

ବଲାଙ୍ଗୀରରେ ରାହୁଲ ଗାନ୍ଧୀ; କଂଗ୍ରେସ ଆସିଲେ କୋଟିଏ ଲକ୍ଷପତି ସୃଷ୍ଟି କରିବ

ବଲାଙ୍ଗୀର, ୧୫/୫ : ବଲାଙ୍ଗୀରରେ ଆୟୋଜିତ ଜନ ଆଶୀର୍ବାଦ ସଭାରେ ଯୋଗ ଦେଇଛନ୍ତି କଂଗ୍ରେସ ବରିଷ୍ଠ ନେତା ରାହୁଲ ଗାନ୍ଧୀ। ସଭାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ରାହୁଲ। ବିପୁଳ ପରିମାଣରେ […]

ଭୁବନେଶ୍ବରରେ ରୋଡ୍‌ ସୋ’ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୪/୫ : ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ ସୋ’ କରିବାକୁ ଯାଉଛନ୍ତି। ଆସନ୍ତା ୧୬ତାରିଖରେ ରାଜଧାନୀରେ ଆୟୋଜନ ହେବ ଏହି ରୋଡ଼ ସୋ । ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ସୂଚନା […]

“ଭୋଟ ଦେଉଛି ଓଡ଼ିଶା” : ମୁଖ୍ଯ ନିର୍ବାଚନ ଅଧିକାରୀ

ଭୁବନେଶ୍ବର,୧୩/୫ : ସାଧାରଣ ନିର୍ବାଚନ -୨୦୨୪ର ଚତୁର୍ଥ ପର୍ଯ୍ଯାୟ ପାଇଁ ଓଡ଼ିଶାର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଓ ଏସବୁ ଅନ୍ତର୍ଗତ ୨୮ ବିଧାନସଭା କ୍ଷେତ୍ରରେ ମତଦାନ ଆରମ୍ଭ ହୋଇଛି […]

୧୫ରେ ବଲାଙ୍ଗୀର ଆସିବେ ରାହୁଲ ଗାନ୍ଧୀ

ବଲାଙ୍ଗୀର,୧୨/୫: ସାଧାରଣ ନିର୍ବାଚନ ପାଇଁ ପ୍ରଚାର କରିବାକୁ ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଆସନ୍ତା ୧୫ ତାରିଖରେ ବଲାଙ୍ଗୀର ଗସ୍ତରେ ଆସିବେ ରାହୁଲ । ବାଇକ୍‌ ରାଲି ସହ ଜନସଭାରେ […]

ବୁଥ ପ୍ରସ୍ତୁତ, ପୁଲିଂ ଅଫିସର ବି ପ୍ରସ୍ତୁତ, ଭୋଟରଙ୍କୁ ଅପେକ୍ଷା

ଭୁବନେଶ୍ୱର, ୧୧ /୫ : ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ତଥା ଦେଶରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ଏଥିରେ ଓଡ଼ିଶାର ୪ଟି ସଂସଦୀୟ କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର […]

ଶଙ୍ଖ ଦଳରେ ମିଶିଲେ ଅଭିନେତା ରୁଦ୍ର ପାଣିଗ୍ରାହୀ

ଭୁବନେଶ୍ୱର, ୧୧/୫ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡି ମିଶିଛନ୍ତି ଅଭିନେତା ରୁଦ୍ର ପାଣିଗ୍ରାହୀ। ବିଜେଡି ଦଳକୁ ତାଙ୍କୁ ସ୍ୱାଗତ କରିଛନ୍ତି ସାଂସଦ ସସ୍ମିତ ପାତ୍ର।ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ […]

ଛତିଶଗଡ଼ରେ ପୁଣି ବଡ଼ ଧରଣର ଏନ୍‌କାଉଣ୍ଟର : ୮ ମାଓବାଦୀ ନିହତ

ମାଲକାନଗିରି,୧୦/୫ : ଛତିଶଗଡ଼ରେ ପୁଣି ନକ୍ସଲମାନଙ୍କ ବିରୋଧରେ ସୁରକ୍ଷାକର୍ମୀମାନେ ବଡ଼ ଧରଣର ଏନ୍‌କାଉଣ୍ଟର କରିଛନ୍ତି। ବିଜାପୁର ଜିଲ୍ଲା ଗାଙ୍ଗାଲୁର ଥାନା ପିଡ଼ିଆ ଜଙ୍ଗଲରେ ଏହି ଗୁଳିବିନିମୟ ହୋଇଥିବା ସୂଚନା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୮ […]

ଆଜି ଅକ୍ଷୟ ତୃତୀୟା: ସୁନା ବିକ୍ରି ୧୫% ବଢ଼ିବ

ଭୁବନେଶ୍ବର,୧୦/୫ : ଶୁକ୍ରବାର ଦେଶରେ ଅକ୍ଷୟ ତୃତୀୟା ପାଳନ ହେଉଛି। ଅକ୍ଷୟ ତୃତୀୟାକୁ ଲୋକମାନେ ଏକ ଶୁଭଦିନ ଭାବେ ବିବେଚନା କରିଥାନ୍ତି। ସୁନା ଓ ରୁପା ଭଳି ମୂଲ୍ୟବାନ ଧାତୁ ଗ୍ରାହକମାନେ ଏହି ଦିନ […]