ଟି-ଟ୍ୱେଣ୍ଟିରୁ ଅବସର ନେଲେ ରୋହିତ ଓ ବିରାଟ

ନୂଆଦିଲ୍ଲୀ,୩୦/୬ : ୨୦୨୪ ଟି-୨୦ବିଶ୍ବକପ ଚାମ୍ପିୟନ ହୋଇଛି ଭାରତ। ଏହା କେବଳ ଟିମ୍ ଇଣ୍ଡିଆ ନୁହେଁ, ପୂରା ଭାରତ ପାଇଁ ଆଣି ଦେଇଛି ଖୁସି । ତେବେ ଏହା ସହିତ କ୍ରିକେଟ ପ୍ରେମୀଙ୍କ ପାଇଁ […]

ଟି-୨୦ ବିଶ୍ବକପ ଜିତିଲା ଭାରତ

ବାର୍ବୋଡାସ୍, ୨୯/୬ :ଟିମ ଇଣ୍ଡିଆର ରୋମାଞ୍ଚକର ବିଜୟ। ଟି-୨୦ ବିଶ୍ବକପ ଜିତିଲା ଭାରତ। ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ଭାରତ ୭ ରନରେ ପରାସ୍ତ କରିଛି ।ଟି-୨୦ ବିଶ୍ବକପ ଫାଇନାଲରେ ଦକ୍ଷିଣ ଆଫ୍ରିକା ଆଗରେ ୧୭୭ […]

କୁମ୍ଭୀର ଆକ୍ରମଣରେ ବାଳକର ମୃତ୍ୟୁ ଘଟଣା ; ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ, ୬ ଲକ୍ଷ ଟଙ୍କା ସହାୟତା ଘୋଷଣା

ଭୁବନେଶ୍ୱର,୨୯/୬ : ଅନୁଗୁଳ ଜିଲ୍ଲାର ଟିକରପଡାଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା […]

ଜୀ-ସାର୍ଥକର ଲୋକପ୍ରିୟ ମେଗା ଧାରାବାହିକ, ‘ସନ୍ଧ୍ୟା ରାଗିଣୀ’ରେ ଅଲଗା ହେବେ ସନ୍ଧ୍ୟା ଓ ରାଗିଣୀ

ଭୁବନେଶ୍ୱର, ୨୯/୬ : ଓଡ଼ିଶାର ଘରେ ଘରେ ପରିଚିତ, ରାଜ୍ୟର ୧ ନମ୍ବର ମନୋରଞ୍ଜନ ଚ୍ଯାନେଲ ଜୀ ସାର୍ଥକର ଗୋଟିଏ ପରେ ଗୋଟିଏ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ ଓ ଧାରାବାହିକ ଦର୍ଶକଙ୍କ ମନ ଜିତିଛି […]

କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ନୂଆଦିଲ୍ଲୀ,୨୮/୬ : ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସାକ୍ଷାତ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ […]

ସ୍ୱାମୀଙ୍କୁ ହତ୍ୟା ଘଟଣା: ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଆଜୀବନ ଜେଲ୍

ସୁନ୍ଦରଗଡ଼, ୨୮/୬ : ସ୍ୱାମୀଙ୍କୁ ହତ୍ୟା ଘଟଣାରେ ସ୍ତ୍ରୀଙ୍କୁ ମିଳିଲା ଆଜୀବନ ଜେଲ୍‌ ଦଣ୍ଡାଦେଶ। ତାଙ୍କ ସହିତ ତାଙ୍କ ପ୍ରେମିକଙ୍କୁ ମିଳିଛି ଆଜୀବନ ଜେଲ୍ ଦଣ୍ଡାଦେଶ। ଏହି ଦୁଇ ଅଭିଯୁକ୍ତ ହେଉଛନ୍ତି ସୀତୁ ପଣ୍ଡା […]

ମନୋଜ ଆହୁଜା ହେଲେ ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ମନୋଜ ଆହୁଜା ଆଜି ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ମନୋଜ ଆହୁଜାଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ (ଜିଏ) ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି […]

ଆସନ୍ତା ୩ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ଅଞ୍ଚଳରେ ଅବସ୍ଥିତ ରହିଛି। ଏହାର ପ୍ରଭାବରେ ଗୁରୁବାର ଦିନଠାରୁ ସାରା ଓଡ଼ିଶାରେ ବର୍ଷା ଲାଗିରହିଛି। ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି […]

ମିଳିତ ଅଧିବେଶନକୁ ରାଷ୍ଟ୍ରପତିଙ୍କ ଉଦବୋଧ

ନୂଆଦିଲ୍ଲୀ, ୨୭/୬ : ସଂସଦ ଭବନର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ସେ ସଂସଦ ଭବନରେ ପହଞ୍ଚିବା ପରେ ଉପରାଷ୍ଟ୍ରପତି ଜଗଦିଶ ଧନଖଡ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି […]

ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ ; ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସହିତ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗର ମନ୍ତ୍ରୀ ମାନଙ୍କୁ ଭେଟିବେ

ଭୁବନେଶ୍ୱର,୨୬/୬ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ତିନି ଦିନ ପାଇଁ ଦିଲ୍ଲୀ ଗସ୍ତରେ ଯାଉଛନ୍ତି । ଦିଲ୍ଲୀରେ ଏହି ସମୟରେ ସେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକଡ, ପ୍ରଧାନମନ୍ତ୍ରୀ […]