ପ୍ରତିଦିନ ଅପରାହ୍ନ ୩ଟାରୁ ୫ଟା ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧/୬ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ l ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି […]

ଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି ନିଯୁକ୍ତ

ନୂଆଦିଲ୍ଲୀ, ୨୧ /୬ : ଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି ନିଯୁକ୍ତ ହୋଇଛନ୍ତି। ତାଙ୍କୁ କାମଚଳା ବାଚସ୍ପତି ଭାବେ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଲୋକସଭାକୁ ଲଗାତାର ୭ ଥର ନିର୍ବାଚିତ […]

କଳିଙ୍ଗ ଷ୍ଟାଡିୟମରେ ଯୋଗ ଦିବସ: ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର, ୨୧/୬ : ଆଜି ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମୁଖ୍ୟ ଅତିଥି ଭାବେ […]

ବିଧାନସଭାରେ ନୂତନ ବାଚସ୍ପତି ସୁରମା ପାଢୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର, ୨0/୬ : ବିଧାନସଭାରେ ନୂତନ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି l ସେ କହିଛନ୍ତି ଯେ,ମାନ୍ୟବର ବାଚସ୍ପତି ମହୋଦୟା, ଆପଣ ଚଳିତ […]

ଆୟତ୍ତ ହେଲା ଆପାର୍ଟମେଣ୍ଟ ନିଆଁ, ସମସ୍ତେ ସୁରକ୍ଷିତ ଉଦ୍ଧାର

ଭୁବନେଶ୍ଵର, ୨0/୬ : ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ । ଦୀର୍ଘ ସମୟ ପରେ ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀ। ଆପାର୍ଟମେଣ୍ଟର ଅଷ୍ଟମ ମହଲାରେ ଭୟଙ୍କର ଭାବେ ନିଆଁ ଲାଗିଥିଲା। […]

ସୁରମା ପାଢୀ ବାଚସ୍ପତି ପ୍ରାର୍ଥୀ

ଭୁବନେଶ୍ଵର, ୧୯/୬ : ସୁରମା ପାଢୀ ବିଜେପିର ବାଚସ୍ପତି ପ୍ରାର୍ଥୀ। ସେ ବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ରଣପୁର ବିଧାୟିକା ହେଉଛନ୍ତି ସୁରମା ପାଢୀ। ବିଜେପି ବିଧାୟକ ଦଳ ବୈଠକରେ ବିଚାର […]

ଇରାନରେ ଭୂକମ୍ପ: ୪ ମୃତ, ୧୨୦ ଆହତ

କଶମାର, ୧୯/୬ : ଇରାନର ଉତ୍ତର-ପୂର୍ବ କଶମାରରେ ମଙ୍ଗଳବାର ଭୂମିକମ୍ପରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ୧୨୦ ଜଣ ଲୋକ ଆହତ ହୋଇଛନ୍ତି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୯ ରେକର୍ଡ଼ କରାଯାଇଛି। […]

ମୁକୁଳା ଡ୍ରେନରେ ଭାସିଗଲେ ନାବାଳକ

ଭୁବନେଶ୍ୱର, ୧୮/୬ : ରାଜଧାନୀ ଭୁବନେଶ୍ୱରରେ ମଙ୍ଗଳବାର ଘଡଘଡି ସହ ପ୍ରବଳ ବର୍ଷା ହୋଇଛି। ବର୍ଷା ଆଶ୍ୱସ୍ତି ଆଣିଥିବା ବେଳେ ଅନ୍ୟ ପଟେ ମୁକୁଳା ଡ୍ରେନରେ ଜଣେ ୮ ବର୍ଷର ନାବାଳକ ଭାସି ଯାଇଥିବା […]

ଭଦ୍ରକ ନାବାଳକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, ସାମାଜିକ ଗଣ ମାଧ୍ୟମରୁ ପାଇଲେ ସୂଚନା

ଭୁବନେଶ୍ୱର, :୧୬/୬ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭଦ୍ରକ ଜିଲ୍ଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବା ପାଇଁ ଭଦ୍ରକ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଭଦ୍ରକ ଜିଲ୍ଲା […]

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ

ଭୁବନେଶ୍ବର,୧୬/୬ : ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ହୋଇଛି। ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ଖବର ଜାଣିବା ପରେ ବର୍ତ୍ତମାନ ଓଡ଼ିଶାର ରାଜ୍ୟପାଳ ରଘୁବର ଦାଶ […]