ନୂତନ ସରକାରଙ୍କ ବିଭାଗ ବଣ୍ଟନ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ ?

ଭୁବନେଶ୍ୱର ,୧୫/୬ : ରାଜ୍ୟରେ ନୂତନ ସରକାର ଗଠନ ପରେ ଆଜି ବିଭାଗ ବଣ୍ଟନ ହୋଇଛି । ଜୁନ ୧୨ତାରିଖ ଶପଥ ଗ୍ରହଣ ପରେ ଅପେକ୍ଷା ଥିଲା କାହାକୁ କେଉଁ ବିଭାଗ ମିଳିବ । […]

କୋରାପୁଟରେ ସ୍ଵାଭାବିକ ହେଲା ବସ ଚଳାଚଳ; ସାଧାରଣ ଯାତ୍ରୀଙ୍କ ସ୍ୱାର୍ଥକୁ ପ୍ରାଥମିକତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୧୫/୬ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ କୋରାପୁଟ ଜିଲ୍ଲା ପ୍ରଶାସନ ଜିଲ୍ଲାର ବସ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି । ଉଭୟ ସଂଘ ମଧ୍ୟରେ ଉପୁଜିଥିବା […]

ପହିଲି ରଜରେ ଆସିଲା ଓଡ଼ିଆ ଫିଲ୍ମ ‘ଆଇଲଭୟୁ-୨’ର ଫାଷ୍ଟ ସୋକେଶ୍

ଭୁବନେଶ୍ବର,୧୪/୬ : ଓଡ଼ିଆ ସିନେ ପ୍ରେମୀଙ୍କ ପାଇଁ ଖୁସି ଖବର । ପହିଲି ରଜରେ ସାମ୍ନାକୁ ଆସିଲା ଓଡ଼ିଆ ଫିଲ୍ମ ‘ଆଇଲଭୟୁ-୨’ର ଫାଷ୍ଟ ସୋକେଶ୍ । ‘ଆଇଲଭୟୁ-୨’କୁ ନେଇ ଦର୍ଶକଙ୍କ ମଧ୍ୟରେ ବେଶ ଉତ୍ସାହ […]

ରାଜ୍ୟସ୍ତରୀୟ ରଜ ମହୋତ୍ସବ : ଫୁଲ ଗଛରେ ପାଣି ଦେଲେ, ପୋଡ଼ ପିଠା, ରଜ ପାନ ଖାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର,୧୪/୬ : ସମୟ ଥିଲା ଅପରାହ୍ନ। ରାଜ୍ୟ ସଂଗ୍ରହାଳୟରେ ହଜାର ହଜାର ପୁଅ, ଝିଅ ଓ ଦର୍ଶକମାନଙ୍କ ଭିଡ। ପାରମ୍ପରିକ ଲୋକକଳା, ଲୋକନୃତ୍ୟ, ଲୋକବାଦ୍ୟରେ ଭରି ଉଠୁଥିଲା ସଂଗ୍ରହାଳୟ ପରିସର। ଏହି ସମୟରେ ଆସି […]

ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ, ବିଭିନ୍ନ ବିଭାଗର କାର୍ଯ୍ୟର କଲେ ସମୀକ୍ଷା

ଭୁବନେଶ୍ବର, ୧୪/୬ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର କାର୍ଯ୍ୟର ସମୀକ୍ଷା କରିବା ସହ ପ୍ରମୁଖ ସଚିବ ଓ ସଚିବମାନଙ୍କ ସହିତ ଆଲୋଚନା କରିଛନ୍ତି ।ଏହି ଅବସରରେ ଦୁଇ […]

କାମଚଳା ବାଚସ୍ପତି ହେଲେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ୱର : ବିଧାନସଭାର କାମଚଳା ବାଚସ୍ପତି ଭାବେ ଶପଥ ଗ୍ରହଣ କରିଛନ୍ତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ। ଆଠଗଡ ବିଧାୟକ ରାଜା ସ୍ୱାଇଁଙ୍କୁ କାମଚଳା ବାଚସ୍ପତି ଭାବେ ରାଜଭବନରେ ଶପଥପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ। […]

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାଁରେ ଫେକ୍‌ ଆଇଡି

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାଁରେ ଫେକ୍‌ ଆଇଡି। ତାଙ୍କ ନାଁରେ ଖୋଲିଛି ଫେକ୍‌ ‘X’ ଆକାଉଣ୍ଟ। ଆଉ ସେହି ଆକାଉଣ୍ଟରେ ଫେକ୍‌ ନ୍ୟୁଜ୍‌ ପୋଷ୍ଟ ହେଉଛି। ଆଜି 5-T ଓ […]

ଗୋପବନ୍ଧୁଙ୍କ ଗାଁରେ ବୁଲିଲେ ମୁଖ୍ୟମନ୍ତ୍ରୀ, ଲୋକଙ୍କ ସହ ମିଶିଲେ

ଭୁବନେଶ୍ଵର,୧୩/୬ : ଆଜି ପ୍ରତ୍ୟୁଷରେ ପୁରୀ ଶ୍ରୀମନ୍ଦିରଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମନ୍ତ୍ରୀ ମଣ୍ଡଳ ସଦସ୍ୟମାନଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଭିକ୍ଷା କରିବା ସହିତ ଶ୍ରୀମନ୍ଦିରର ଚାରି ଦ୍ୱାର ଭକ୍ତ […]

ଘଟିଲା ଅପେକ୍ଷାର ଅନ୍ତ; ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର

ଭୁବନେଶ୍ୱର,୧୩/୬ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ, ସାଂସଦ ଓ […]

ନୂତନ ସରକାରଙ୍କ ପ୍ରଥମ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍‌ ବୈଠକ; ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିରର ୪ ଦ୍ବାର

ଭୁବନେଶ୍ବର, ୧୨/୬ : ଶପଥ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପ୍ରଥମ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରି ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ […]