ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପର୍ବତାରୋହୀ ଲିପିକା ସେଠ୍

ଭୁବନେଶ୍ୱର,୩୧/୮ : ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ପର୍ବତାରୋହୀ ଲିପିକା ସେଠ୍ ଆଜି ଓଡ଼ିଶା ବିଧାନସଭା ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ତାଙ୍କର ଆଗାମୀ ପର୍ବତାରୋହଣ ଅଭିଯାନ ପାଇଁ ଆଶୀର୍ବାଦ ଗ୍ରହଣ କରିଛନ୍ତି […]

ଗିରିରାଜ ସିଂହଙ୍କ ଉପରେ ବେଗୁସରାୟରେ ଆକ୍ରମଣ

ନୂଆଦିଲ୍ଲୀ,୩୧/୮ : କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହଙ୍କ ଉପରେ ଆକ୍ରମଣ । ବେଗୁସରାୟର ବଲିୟାରେ ଆକ୍ରମଣ ହୋଇଛି । ସେ ବଲିୟାରେ ଜନତା ଦରବାର ହଲରୁ ଯେତେବେଳେ ବାହାରୁଥିଲେ ଜନୈକ ଯୁବକ ଆକ୍ରମଣ କରିଥିଲେ । […]

ରାଜ୍ୟରେ ନୂତନ ସରକାରକୁ ୩ ମାସ ପୂରିବ ; ପ୍ରଶଂସା କମ୍, ସମାଲୋଚନା ବେଶୀ

ଭୁବନେଶ୍ବର, ୩୧/୮ : ଦୀର୍ଘ ୨୪ବର୍ଷ ପରେ ରାଜ୍ୟରେ ବଦଳିଲା ସରକାର । ନୂତନ ସରକାର, ନୂତନ ଆଶାକୁ ନେଇ ଲୋକେ ଖୁସି ହୋଇଥିଲେ। ନୂଆ ସରକାର ଆସିବ ନୂଆ ନୀତି ଆସିବ ନୂଆ […]

ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର, ୩୧/୮ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଆରକ୍ଷୀ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । […]

ପୌରପ୍ରଶାସନ ସହ ଯୋଡି ହୋଇ ଜନପ୍ରତିନିଧିମାନେ ଲୋକଙ୍କ ଆଶା ଆକାଂକ୍ଷା ପୂରଣ କରିବା ଦିଗରେ କାର୍ଯ୍ୟ କରନ୍ତୁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୧/୮ : ଆଜି ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ […]

ସେପ୍ଟେମ୍ବର ୧ରୁ ନୂଆ ଅବକାରୀ ନୀତି, ନିଶା ସେବନ ବିରୁଦ୍ଧରେ ବ୍ୟାପକ ଜନସଚେତନତା ହେବ

ଭୁବନେଶ୍ୱର, ୩୦/୮ : ରାଜ୍ୟ ସରକାର ଆଜି ସେପ୍ଟେମ୍ବର ୨୦୨୪ ପରବର୍ତ୍ତୀ ସମୟ ପାଇଁ ନୂଆ ଅବକାରୀ ନୀତି ପ୍ରଣୟନ କରିଛନ୍ତି I ଏଥିରେ ବେଆଇନ ମଦ କାରବାରକୁ ରୋକିବା ତଥା ମଦ୍ୟପାନ ସମ୍ପର୍କରେ […]

‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ କରିପାରିବେ ଅଙ୍ଗନବାଡ଼ି କର୍ମୀ

ଭୁବନେଶ୍ବର, ୩୦/୮ : ‘ସୁଭଦ୍ରା’ ଯୋଜନା ପାଇଁ ଅଙ୍ଗନବାଡ଼ି କର୍ମୀ କରିପାରିବେ ଆବେଦନ । ଏ ନେଇ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଅଙ୍ଗନବାଡ଼ି କର୍ମୀଙ୍କ ସମେତ ସହାୟିକା, ଆଶା କର୍ମୀ, […]

ବିଜେପିରେ ମିଶିଲେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍

ନୂଆଦିଲ୍ଲୀ,୩୦/୮ : ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍ ମଙ୍ଗଳବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍ଏମ୍) ପାଇଁ ଏହା ଏକ ବଡ଼ ଝଟକା ବୋଲି ବିବେଚନା କରାଯାଉଛି। […]

ମଙ୍ଗଳାଙ୍କ ମେଡିକାଲ ପାଠ୍ୟକ୍ରମ ଜାରି ରଖିବା ପାଇଁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯/୮ : ଲୋକସେବା ଭବନଠାରେ ବ୍ରହ୍ମପୁର ଏମ୍‌.କେ.ସି.ଜି ମେଡିକାଲ କଲେଜରେ ଏମ୍‌ବିବିଏସ୍‌ ପାଠ୍ୟକ୍ରମ ପାଇଁ ନିଟ୍‌-୨୦୨୪ ଦ୍ବାରା ଯୋଗ୍ୟ ବିବେଚିତ ହୋଇଥିବା ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ୍‌ ଅନ୍ତର୍ଗତ ବଡବେଲ ଗ୍ରାମର ବଣ୍ଡା […]

ନୂଆଁଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯/୮ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଁଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ ଯେ, ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି […]