ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କ ମୁଖ୍ୟମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ

ଭୁବନେଶ୍ଵର, ୨୯/୮ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନଠାରେ ଆଜି ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ […]

ପଲିଟିକାଲ ଲଞ୍ଚ ବିବାଦ ଭି କେ ପାଣ୍ଡିଆନଙ୍କ ପିଛା ଛାଡ଼ୁନି, ବିଧାନସଭାରେ ମୁଖ୍ୟମନ୍ତ୍ରୀ କହିଲେ ପାଣ୍ଡିଆନଙ୍କ ବିଜ୍ଞାପନ ପାଇଁ କେତେ ଟଙ୍କା ଖର୍ଚ୍ଚ ହୋଇଛି

ଭୁବନେଶ୍ୱର,୨୯/୮: ପ୍ରଚାର ପାଇଁ ରାଜକୋଷରୁ ବିପୁଳ ଖର୍ଚ୍ଚ କରିଛନ୍ତି ପୂର୍ବ ବିଜେଡି ସରକାର। ତେବେ ୫ ବର୍ଷରେ ପ୍ରଚାର ପାଇଁ ବିଜେଡି ୪୫୨ କୋଟି ୯୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲା। ଏନେଇ ଗୁରୁବାର […]

ଗୁଜୁରାଟରେ ମୃତ୍ୟୁ ସଂଖ୍ୟା ୨୮ ଛୁଇଁଲା

ଗୁଜୁରାଟ, ୨୯/୮ : ଗତ ତିନି ଦିନ ମଧ୍ୟରେ ଗୁଜୁରାଟରେ ପ୍ରବଳ ବର୍ଷା ଜାରି ରହିଥିବାରୁ ଅତି କମରେ ୨୮ ଜଣଙ୍କର ମୃତ୍ୟୁ ଘଟି ସାରିଲାଣି। ବନ୍ୟା ପ୍ରଭାବିତ ଅଞ୍ଚଳରୁ ପ୍ରାୟ ୧୮ ହଜାର […]

ଆଗାମୀ ୩ ଘଣ୍ଟା ଭୁବନେଶ୍ୱରରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୯/୮ : ଆଗାମୀ ୩ ଘଣ୍ଟା ଭୁବନେଶ୍ୱରରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି […]

ଗୋଟିଏ ଯୋଜନା ଘୋଷଣା ; ୩ଥରରେ ଆସୁଛି ଗାଇଡଲାଇନ୍, ସନ୍ଦେହରେ ସାଧାରଣ ଜନତା

ଭୁବନେଶ୍ବର, ୨୮/୮ : ୨୦୨୪ ସାଧାରଣ ନିର୍ବାଚନ ସମୟରେ ବିଜେପି ନିଜ ମେନିଫେଷ୍ଟୋରେ ରଖିଥିଲା ସୁଭଦ୍ରା ଯୋଜନା । ବିଜେପି ସରକାରକୁ ଆସିବା ପରେ ପ୍ରଥମ କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀ ଏହାକୁ ନେଇ ଘୋଷଣା […]

ଭୁବନେଶ୍ୱରରୁ ବିପୁଳ ପରିମାଣର ସୁନା ଓ ରୂପା ଜବତ ଘଟଣା ; ରହିଛି ରତ୍ନଭଣ୍ଡାରର ଲିଙ୍କ୍ !

ଭୁବନେଶ୍ୱର , ୨୮/୮ : ଭୁବନେଶ୍ୱର ବିମାନବନ୍ଦରରୁ ବିପୁଳ ପରିମାଣର ସୁନା ଓ ରୂପା ଜବତ ହୋଇଛି । ଏହି ପ୍ରସଙ୍ଗକୁ ନେଇ ଏ‌ବେ ରାଜନୀତି ତେଜିବାରେ ଲାଗିଛି । ଏହାରି ଭିତରେ ପୂର୍ବତନ […]

ଜୟ ଶାହ ହେଲେ ଆଇସିସି ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୭/୮ : ବିସିସିଆଇ ବିସିସିଆଇ ସମ୍ପାଦକ ଜୟ ଶାହ ଆଇସିସିର ଅଧ୍ୟକ୍ଷ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଆଜି ଆଇସିସି ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ଥିଲା। ଏହି ମର୍ଯ୍ୟାଦାଜନକ […]

ଗାନ୍ଦେରବଲରୁ ନିର୍ବାଚନ ଲଢ଼ିବେ ଓମାର ଅବଦୁଲ୍ଲା

ନୂଆଦିଲ୍ଲୀ, ୨୭/୮ : ଜମ୍ମୁ-କଶ୍ମୀର ବିଧାନସଭା ଆସନ ପାଇଁ ଆଜି ନ୍ୟାଶନାଲ କନଫରେନ୍ସ ପ୍ରଥମ ପର୍ଯ୍ୟାୟରେ ୩୨ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଦଳ କଂଗ୍ରେସ ସହ ମେଣ୍ଟ କରି ଏଠାରେ ବିଧାନସଭା […]

ମମତା ମହାନ୍ତ ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ

ଭୁବନେଶ୍ୱର,୨୭/୮ : ରାଜ୍ୟସଭା ସାଂସଦ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେପି ନେତା ମମତା ମହାନ୍ତ। ଅନ୍ୟତମ ବିଜେପି ନେତା ଜଗନ୍ନାଥ ପ୍ରଧାନ ରାଜ୍ୟସଭା ନିର୍ବାଚନରୁ ଓହରିଯିବା ପରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ମମତା। […]

ଜମ୍ମୁ-କାଶ୍ମୀର ନିର୍ବାଚନ ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା

ନୂଆଦିଲ୍ଲୀ,୨୬/୮ : ଜମ୍ମୁ-କାଶ୍ମୀରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟରେ ୪୪ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି। ତାଲିକାରେ ପ୍ରଥମ ପର୍ଯ୍ୟାୟ ପାଇଁ ୧୫ଜଣ ପ୍ରାର୍ଥୀ, ଦ୍ୱିତୀୟ ପର୍ଯ୍ୟାୟ ପାଇଁ […]