ହବାଳିଖଟିରେ ଲ୍ୟାଣ୍ଡଫଲ୍ କଲା ‘ଦାନା’

ଭୁବନେଶ୍ୱର,୨୫/୧୦ : ଲ୍ୟାଣ୍ଡଫଲ କଲା ବାତ୍ୟା ‘ଦାନା’। ରାତି ୧୨ଟା ୦୫ରେ କଲା ଲ୍ୟାଣ୍ଡଫଲ୍। ଭିତରକନିକା ହବାଳିଖଟି ନେଚରକ୍ୟାମ୍ପ ଥିଲା ଲ୍ୟାଣ୍ଡଫଲ୍‌ର କେନ୍ଦ୍ରସ୍ଥଳ। ଆଉ ଏହି ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆହୁରି ୧ରୁ ୨ଘଣ୍ଟା ଚାଲିବ […]

ବାତ୍ୟା ସମୟରେ ବ୍ୟାଘାତ ହେବନି ଟେଲିକମ ସେବା

ଭୁବନେଶ୍ବର, ୨୫/୧୦ : ବାତ୍ୟା ସମୟରେ ବ୍ୟାଘାତ ହେବନି ଟେଲିକମ ସେବା । ଏ ନେଇ ସୂଚନା ଦେଇଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସୂଚନା ଅନୁସାରେ, ବାତ୍ୟା ଦାନା ପାଇଁ ଟେଲିକମ […]

ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର, ୨୫/୧୦ : ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ରାତି ୧୨ଟା ୫ରୁ ଆରମ୍ଭ ହୋଇଛି ଏହାର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା । ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍‌ କରୁଛି […]

ବାତ୍ୟା ଆଜି ରାତି ୧ରୁ ୨ଟା ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବାର ସମ୍ଭାବନା ରହିଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୫/୧୦ : ବାତ୍ୟା ‘ଦାନା’ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ଅଧିନ ଭିତରକନିକା ଜାତୀୟ ଉଦ୍ୟାନ ନିକଟରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଛି । ଏହି ବାତ୍ୟା ରାତି ୧ରୁ ୨ଟା ଭିତରେ ଲ୍ୟାଣ୍ଡଫଲ […]

ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସଞ୍ଜୀବ ଖାନ୍ନା

ନୂଆଦିଲ୍ଲୀ, ୨୪/୧୦: ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସଞ୍ଜୀବ ଖାନ୍ନା। ତାଙ୍କ ନିଯୁକ୍ତି ସମ୍ପର୍କରେ ବିଜ୍ଞପ୍ତି ଜାରି କରାଯାଇଛି। ବର୍ତ୍ତମାନର ପ୍ରଧାନ ବିଚାରପତି ଚନ୍ଦ୍ରଚୁଡ ନଭେମ୍ବର ୧୦ରେ ଅବସର ନେଉଛନ୍ତି। ନଭେମ୍ବର […]

ବାତ୍ୟା ପ୍ରସ୍ତୁତି : ମୋହନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ

ଭୁବନେଶ୍ୱର,୨୪/୧୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟାରେ ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଓଡ଼ିଶାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ, ମୁଖ୍ୟମନ୍ତ୍ରୀ […]

ବାତ୍ୟାର ଗତି ମନ୍ଥର ହେଲେ ସ୍ଥଳଭାଗରେ ତାଣ୍ଡବ ରଚିବାର ଆଶଙ୍କା : ମନୋରମା ମହାନ୍ତି

ଭୁବନେଶ୍ବର,୨୪/୧୦ : ସାମୁଦ୍ରିକ ଝଡ଼ ବାତ୍ୟା ‘ଦାନା’ ପ୍ରଭାବରେ ପବନର ବେଗ ମଧ୍ୟ ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଗଣମାଧ୍ୟମକୁ କହିଛନ୍ତି, ବାତ୍ୟା […]

ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ୫ ଘଣ୍ଟା ରହିବ !

ଭୁବନେଶ୍ବର,୨୪/୧୦ : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ‘ଦାନା’ ଶକ୍ତିଶାଳୀ ହୋଇ ସ୍ଥଳଭାଗ ମୁହାଁ ହୋଇଛି । ‘ସାମୁଦ୍ରିକ ବାତ୍ୟା ‘ଦାନା’ପ୍ରଭାବରେ ତୁହାକୁ ତୁହା ବର୍ଷା […]

ଆତଙ୍କିତ ହୁଅନ୍ତୁ ନାହିଁ, ସୁରକ୍ଷିତ ରୁହନ୍ତୁ, ସତର୍କ ରୁହନ୍ତୁ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପରିଦର୍ଶନ କରି ସେଠାରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି।ସମୀକ୍ଷା ପରେ ଗଣମାଧ୍ୟମ ନିକଟରେ ନିଜର ବିବୃତି ରଖି, […]

ରମାଦେବୀକୁ ନାକ୍ ‘ବି ++’ ଗ୍ରେଡ୍‌: ଭିତ୍ତିଭୂମି ଓ ଶିକ୍ଷକ ଅଭାବ ସାଜିଲା ବାଧକ

ଭୁବନେଶ୍ୱର,୧୦/୧୦ : ନ୍ୟାସନାଲ ଆସେସ୍‌ମେଣ୍ଟ ଆଣ୍ଡ ଆକ୍ରିଡିଟେସନ୍‌ କାଉନସିଲ୍‌(ନାକ୍‌)ର ପ୍ରଥମ ଗସ୍ତରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟକୁ ‘ବି++’ ଗ୍ରେଡ୍ ମିଳିଛି । ୨୦୧୫ରେ ବିଶ୍ୱବିଦ୍ୟାଳୟ ମାନ୍ୟତା ପାଇବା ପରେ ବିଶ୍ୱବିଦ୍ୟାଳୟର ପାଠ୍ୟକ୍ରମ ବଢ଼ିଛି, ହେଲେ […]