ନୂଆଦିଲ୍ଲୀ,୨୯/୪ : ରାଜ୍ୟରେ ତୃତୀୟ ଓ ଦେଶରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ । ମେ ୨୫ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ମେ ୨୫ ତାରିଖରେ ତୃତୀୟ ପର୍ଯ୍ୟାୟରେ ରାଜ୍ୟରେ ୬ଟି ଲୋକସଭା ଆସନ ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନରେ ମତଦାନ ହେବ। ଆଜି ବିଜ୍ଞପ୍ତି ଜାରି ହେବା ପରେ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବ । ସମ୍ବଲପୁର , କେନ୍ଦୁଝର, ଢେଙ୍କାନାଳ, କଟକ , ପୁରୀ , ଭୁବନେଶ୍ଵର ଲୋକସଭା କ୍ଷେତ୍ର ପାଇଁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇବ । ଦେଶରେ ଷଷ୍ଠ ପର୍ଯ୍ୟାୟରେ ୫୭ ସଂସଦୀୟ କ୍ଷେତ୍ରରେ ଭୋଟ୍ ହେବ । ଆଜିଠୁ ନାମାଙ୍କନ ରହିଥିବାବେଳେ ମେ ୬ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି। ମେ ୭ରେ ଯାଞ୍ଚ ଓ ୯ ତାରିଖ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି।
Related Posts
କଂଗ୍ରେସରେ ଯୋଗଦେଲେ ଭିନେଶ ଫୋଗାଟ ଓ ବଜରଙ୍ଗ ପୁନିଆ
- satakhabar
- September 6, 2024
- 0
ନୂଆଦିଲ୍ଲୀ, ୬/୯ : ହରିୟାଣା ବିଧାନସଭା ନିର୍ବାଚନ ମଧ୍ୟରେ କଂଗ୍ରେସକୁ ମିଳିଛି ବଳ। ଆଜି ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି ରେସଲର ଭିନେଶ ଫୋଗାଟ ଓ ବଜରଙ୍ଗ ପୁନିଆ। କଂଗ୍ରେସରେ ସାମିଲ ହେବା […]
ପୋଲାଣ୍ଡରେ ପହଞ୍ଚିଲେ ମୋଦି
- satakhabar
- August 21, 2024
- 0
ଓ୍ବାର୍ସ/ନୂଆଦିଲ୍ଲୀ,୨୧/୮: ଦୁଇ ଦିନିଆ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୋଲାଣ୍ଡର ଓ୍ବାର୍ସରେ ପହଞ୍ଚିଛନ୍ତି। ପୋଲାଣ୍ଡ ପରେ ମୋଦି ମଧ୍ୟ ୟୁକ୍ରେନ ଗସ୍ତ କରିବେ। ଗତ ୪୫ ବର୍ଷ ମଧ୍ୟରେ ପୋଲାଣ୍ଡ ଗସ୍ତରେ […]
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଫିଜିର ସର୍ବୋଚ୍ଚ ନାଗରିକ ପୁରସ୍କାର
- satakhabar
- August 6, 2024
- 0
ନୂଆଦିଲ୍ଲୀ,୬/୮ : ଫିଜି ଗସ୍ତ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଆୟୋଜିତ ପାରମ୍ପରିକ ସ୍ୱାଗତ ସମାରୋହରେ ତାଙ୍କୁ ଫିଜିର ସର୍ବୋଚ୍ଚ ବେସାମରିକ ସମ୍ମାନ – କମ୍ପାନିଅନ୍ ଅଫ୍ ଦି ଅର୍ଡର ଅଫ୍ ଫିଜି […]