ନୂଆଦିଲ୍ଲୀ,୨୯/୪ : ରାଜ୍ୟରେ ତୃତୀୟ ଓ ଦେଶରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ । ମେ ୨୫ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ମେ ୨୫ ତାରିଖରେ ତୃତୀୟ ପର୍ଯ୍ୟାୟରେ ରାଜ୍ୟରେ ୬ଟି ଲୋକସଭା ଆସନ ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନରେ ମତଦାନ ହେବ। ଆଜି ବିଜ୍ଞପ୍ତି ଜାରି ହେବା ପରେ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବ । ସମ୍ବଲପୁର , କେନ୍ଦୁଝର, ଢେଙ୍କାନାଳ, କଟକ , ପୁରୀ , ଭୁବନେଶ୍ଵର ଲୋକସଭା କ୍ଷେତ୍ର ପାଇଁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇବ । ଦେଶରେ ଷଷ୍ଠ ପର୍ଯ୍ୟାୟରେ ୫୭ ସଂସଦୀୟ କ୍ଷେତ୍ରରେ ଭୋଟ୍ ହେବ । ଆଜିଠୁ ନାମାଙ୍କନ ରହିଥିବାବେଳେ ମେ ୬ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି। ମେ ୭ରେ ଯାଞ୍ଚ ଓ ୯ ତାରିଖ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି।
Related Posts
ସ୍ୱାଧୀନତା ଦିବସ ପୂର୍ବରୁ ଦେଶକୁ ସମ୍ବୋଧନ କଲେ ରାଷ୍ଟ୍ରପତି
- satakhabar
- August 14, 2024
- 0
ନୂଆଦିଲ୍ଲୀ,୧୪/୮ : ଆସନ୍ତାକାଲି ଦେଶ ପାଳିବ ୭୮ତମ ସ୍ୱାଧୀନତା ଦିବସ। ୭୮ତମ ସ୍ୱାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ନିଜ ଅଭିଭାଷଣରେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ […]
ପରାମର୍ଶ ଦେବା ପାଇଁ ୧୦୦କୋଟିରୁ ଅଧିକ ଟଙ୍କା ନିଅନ୍ତି ପ୍ରଶାନ୍ତ କିଶୋର
- satakhabar
- November 2, 2024
- 0
ନୂଆଦିଲ୍ଲୀ,୨/୧୧ : ଜନ ସୂରଜ ଦଳର ସଂଯୋଜକ ପ୍ରଶାନ୍ତ କିଶୋରଙ୍କୁ ଜଣେ ଭଲ ରଣନୀତିଜ୍ଞ ଭାବରେ ସମସ୍ତ ଜାଣନ୍ତି। ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ ଯେ ଗୋଟାଏ ନିର୍ବାଚନରେ ରଣନୀତିଜ୍ଞ ଭାବରେ ପରାମର୍ଶ ଦେବା […]
ଜମ୍ମୁ-କଶ୍ମୀର ନିର୍ବାଚନ ପୂର୍ବରୁ ରାହୁଲ ରଖିଲେ ଏହି ସର୍ତ୍ତ, ଜାଣନ୍ତୁ କ’ଣ
- satakhabar
- August 22, 2024
- 0
ନୂଆଦିଲ୍ଲୀ,୨୨/୮: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସର ମିଳିତ ମେଣ୍ଟ ତଥା ଜାତୀୟ ସମ୍ମିଳନୀକୁ ନେଇ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଗୁରୁବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶ୍ରୀନଗରରେ କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି। […]