ଭୁବନେଶ୍ୱରରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର

ଭୁବନେଶ୍ୱର,୪/୫: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଜୟଶଙ୍କର ଦୁଇ ଦିନ ଓଡ଼ିଶାରେ ରହିବେ।

ମିଳିଥିବା ସୂଚନାନୁଯାୟୀ, ଆଜି ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ। ଆସନ୍ତାକାଲି ଅର୍ଥାତ୍‌ ରବିବାର କଟକ, ସମ୍ବଲପୁର କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି ଜଣାପଡିଛି।

Leave a Reply

Your email address will not be published. Required fields are marked *