ଛତିଶଗଡ଼ରେ ପୁଣି ବଡ଼ ଧରଣର ଏନ୍‌କାଉଣ୍ଟର : ୮ ମାଓବାଦୀ ନିହତ

ମାଲକାନଗିରି,୧୦/୫ : ଛତିଶଗଡ଼ରେ ପୁଣି ନକ୍ସଲମାନଙ୍କ ବିରୋଧରେ ସୁରକ୍ଷାକର୍ମୀମାନେ ବଡ଼ ଧରଣର ଏନ୍‌କାଉଣ୍ଟର କରିଛନ୍ତି। ବିଜାପୁର ଜିଲ୍ଲା ଗାଙ୍ଗାଲୁର ଥାନା ପିଡ଼ିଆ ଜଙ୍ଗଲରେ ଏହି ଗୁଳିବିନିମୟ ହୋଇଥିବା ସୂଚନା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୮ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି ।