ଭୁବନେଶ୍ଵର, ୨୯/୫ : ଓଡିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ପାଇଁ ଜୋରଦାର ହୋଇଛି କ୍ୟାମ୍ପେନ୍। ଆଜି ପୁଣିଥରେ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାରିପଦା , ବାଲେଶ୍ଵର ଓ କେନ୍ଦ୍ରାପଡାରେ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଥମେ ବାରିପଦାରେ କ୍ୟାମ୍ପେନ୍ କରିବେ। ଅପରାହ୍ନ ୧ଟା ସମୟରେ ବାରିପଦା ଛଉ ପଡିଆରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରିବେ। ପରେ ଅପରାହ୍ନ ୨ଟା ୩୦ରେ ବାଲେଶ୍ଵରରେ ମୋଦୀଙ୍କ ନିର୍ବାଚନୀ ସଭା ରହିଛି। ଶେଷରେ ଅପରାହ୍ନ ୪ଟା ୩୦ରେ କେନ୍ଦ୍ରାପଡାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେବେ। ସେପଟେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ୩ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।
Related Posts
ସେପ୍ଟେମ୍ବର ୧ରୁ ନୂଆ ଅବକାରୀ ନୀତି, ନିଶା ସେବନ ବିରୁଦ୍ଧରେ ବ୍ୟାପକ ଜନସଚେତନତା ହେବ
- satakhabar
- August 30, 2024
- 0
ଭୁବନେଶ୍ୱର, ୩୦/୮ : ରାଜ୍ୟ ସରକାର ଆଜି ସେପ୍ଟେମ୍ବର ୨୦୨୪ ପରବର୍ତ୍ତୀ ସମୟ ପାଇଁ ନୂଆ ଅବକାରୀ ନୀତି ପ୍ରଣୟନ କରିଛନ୍ତି I ଏଥିରେ ବେଆଇନ ମଦ କାରବାରକୁ ରୋକିବା ତଥା ମଦ୍ୟପାନ ସମ୍ପର୍କରେ […]
୧୦୮ ଗରା ଜଳରେ ସ୍ନାନ କଲେ ଶ୍ରୀଜୀଉ
- satakhabar
- June 22, 2024
- 0
ପୁରୀ, ୨୨/୬ : ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀକ୍ଷେତ୍ରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ରୀତିନୀତି ଅନୁସାରେ ୧୦୮ ଗରା ଜଳରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା […]
ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ଗ୍ରାଚୁଇଟି ସୀମା ୧୫ ଲକ୍ଷରୁ ୨୦ ଲକ୍ଷକୁ ବୃଦ୍ଧି
- satakhabar
- October 8, 2024
- 0
ଭୁବନେଶ୍ୱର,୮/୧୦ : ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ପାଇଁ ଗ୍ରାଚୁଇଟିର ସୀମା ୧୫ଲକ୍ଷ ଟଙ୍କାରୁ ୨୦ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ନିଷ୍ପତ୍ତି […]