ପ୍ରଚାର କମିଟି ଅଧ୍ୟକ୍ଷ ପଦ ଛାଡିଲେ ଭକ୍ତ ଦାସ

ଭୁବନେଶ୍ୱର, ୧0/୬ : ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ଭକ୍ତ ଦାସ। ନିର୍ବାଚନରେ ଦଳର ଖରାପ ପ୍ରଦର୍ଶନ ଯୋଗୁଁ ସେ ତାଙ୍କ ଇସ୍ତଫା ପତ୍ର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କୁ ପଠାଇଛନ୍ତି। କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷରୁ ବିଜୟ ପଟ୍ଟନାୟକଙ୍କୁ ହଟାଇ ତାଙ୍କ ସ୍ଥାନରେ ଭକ୍ତ ଦାସ ନିଯୁକ୍ତ ହୋଇଥିଲେ।

Leave a Reply

Your email address will not be published. Required fields are marked *