ଭୁବନେଶ୍ୱର : ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ମନା । ଏନେଇ ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ ଚିଠି । ସାଧାରଣ ପ୍ରଶାସନ ବିଭାଗ ଏସିଏସ୍ଙ୍କ ପକ୍ଷରୁ ଚିଠି ହେଲା । ନୂଆ ସରକାର ହେଉଥିବାରୁ ବିଭିନ୍ନ ସ୍ତରରେ କାର୍ଯ୍ୟକ୍ରମ ଚାଲିବ । ସେଥିପାଇଁ ୩୦ ପର୍ଯ୍ୟନ୍ତ କାହାରିକୁ ଛୁଟି ନଦେବାକୁ ନିର୍ଦ୍ଦେଶ । ହେଡକ୍ୱାର୍ଟର ନଛାଡିବାକୁ ମଧ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏମିତିକି ସରକାରୀ ଛୁଟି ଦିନରେ ବି ଅନୁପସ୍ଥିତ ନରହିବାକୁ କୁହାଯାଇଛି । କେବଳ ସ୍ୱାସ୍ଥ୍ୟ ସମସ୍ୟା ଥିଲେ ଛୁଟି ପାଇଁ ଅନୁମତି ମିଳିବ ।
Related Posts
ଆଗାମୀ ୩ ଘଣ୍ଟା ଭୁବନେଶ୍ୱରରେ ପ୍ରବଳ ବର୍ଷିବ
- satakhabar
- August 29, 2024
- 0
ଭୁବନେଶ୍ୱର,୨୯/୮ : ଆଗାମୀ ୩ ଘଣ୍ଟା ଭୁବନେଶ୍ୱରରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି […]
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସାମ୍ବାଦିକଗଣ ; ସର୍ବଜନ କଲ୍ୟାଣକାରୀ ବଜେଟ୍ ପାଇଁ ଅଭିନନ୍ଦନ ଜଣାଇଲେ
- satakhabar
- July 26, 2024
- 0
ଭୁବନେଶ୍ୱର,୨୬/୭ : ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ପ୍ରକୋଷ୍ଠରେ ସାମ୍ବାଦିକମାନେ ଭେଟିଛନ୍ତି। ରାଜ୍ୟବାସୀଙ୍କ ପାଇଁ ଏକ ଉତ୍ତମ, ବିକାଶ ଅଭିମୁଖୀ ଓ ସର୍ବଜନ କଲ୍ୟାଣକାରୀ ବଜେଟ୍ ଉପସ୍ଥାପିତ କରିଥିବାରୁ ସେମାନେ […]
ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ
- satakhabar
- June 16, 2024
- 0
ଭୁବନେଶ୍ବର,୧୬/୬ : ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ହୋଇଛି। ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ଖବର ଜାଣିବା ପରେ ବର୍ତ୍ତମାନ ଓଡ଼ିଶାର ରାଜ୍ୟପାଳ ରଘୁବର ଦାଶ […]