ଭୁବନେଶ୍ୱର : ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ମନା । ଏନେଇ ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ ଚିଠି । ସାଧାରଣ ପ୍ରଶାସନ ବିଭାଗ ଏସିଏସ୍ଙ୍କ ପକ୍ଷରୁ ଚିଠି ହେଲା । ନୂଆ ସରକାର ହେଉଥିବାରୁ ବିଭିନ୍ନ ସ୍ତରରେ କାର୍ଯ୍ୟକ୍ରମ ଚାଲିବ । ସେଥିପାଇଁ ୩୦ ପର୍ଯ୍ୟନ୍ତ କାହାରିକୁ ଛୁଟି ନଦେବାକୁ ନିର୍ଦ୍ଦେଶ । ହେଡକ୍ୱାର୍ଟର ନଛାଡିବାକୁ ମଧ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏମିତିକି ସରକାରୀ ଛୁଟି ଦିନରେ ବି ଅନୁପସ୍ଥିତ ନରହିବାକୁ କୁହାଯାଇଛି । କେବଳ ସ୍ୱାସ୍ଥ୍ୟ ସମସ୍ୟା ଥିଲେ ଛୁଟି ପାଇଁ ଅନୁମତି ମିଳିବ ।
Related Posts
ରାଜ୍ୟସ୍ତରୀୟ ରକ୍ଷା ବନ୍ଧନ ଉତ୍ସବ , ସୁଭଦ୍ରା ଭଉଣୀମାନେ ସୁଖ, ଶାନ୍ତି ଓ ସୁରକ୍ଷାର ସହ ରହିବେ – ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ
- satakhabar
- August 19, 2024
- 0
ଭୁବନେଶ୍ୱର,୧୯/୮ : ଆଜି ପବିତ୍ର ରକ୍ଷା ବନ୍ଧନ ଉତ୍ସବ। ଏହି ଅବସରରେ ରାଜ୍ୟ ଅତିଥି ଭବନରେ ଏକ ଉତ୍ସବର ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମରେ ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନରୁ ଝିଅ ମାନେ ଆସି […]
୯ରେ ସମସ୍ତ ବିଦ୍ୟାଳୟ ଛୁଟି
- satakhabar
- September 5, 2024
- 0
ଭୁବନେଶ୍ବର, ୫/୯ : ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳନ ଅବସରରେ ଆସନ୍ତା ୯ ତାରିଖ (ସୋମବାର) ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ […]
ଅକ୍ଟୋବର ୧୦ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ
- satakhabar
- October 7, 2024
- 0
ଭୁବନେଶ୍ୱର, ୭/୧୦ : ଆସନ୍ତା ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲାଯିବ | କ୍ଷେତ୍ର ନିର୍ଦ୍ଦେଶକ ଡ.ପ୍ରକାଶଚାନ୍ଦ ଗୋଗିନାନୀ ଆଜି ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଏହି ସୂଚନା ଦେଇଛନ୍ତି | […]