ନୂତନ ସରକାରଙ୍କ ବିଭାଗ ବଣ୍ଟନ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ ?

ଭୁବନେଶ୍ୱର ,୧୫/୬ : ରାଜ୍ୟରେ ନୂତନ ସରକାର ଗଠନ ପରେ ଆଜି ବିଭାଗ ବଣ୍ଟନ ହୋଇଛି । ଜୁନ ୧୨ତାରିଖ ଶପଥ ଗ୍ରହଣ ପରେ ଅପେକ୍ଷା ଥିଲା କାହାକୁ କେଉଁ ବିଭାଗ ମିଳିବ । ଆଜି ସବୁ କଳ୍ପନାଜଳ୍ପନାର ଶେଷ ହୋଇଛି । ଆସନ୍ତୁ ଜାଣିବା କାହାକୁ ମିଳିଲା କେଉଁ ବିଭାଗ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ – ଗୃହ, ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଜଳ ସଂପଦ, ଯୋଜନା ଓ ସମନ୍ୱୟ, (ଆବଣ୍ଟିତ ନ ହୋଇଥିବା ଅନ୍ୟ ବିଭାଗ)ଉପ ମୁଖ୍ୟମନ୍ତ୍ରୀ୧) କନକ ବର୍ଦ୍ଧନ ସିଂହ ଦେଓ – କୃଷି ଓ କୃଷକ ଶସକ୍ତକରଣ ଏବଂ ଶକ୍ତି୨) ପ୍ରଭାତୀ ପରିଡ଼ା – ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନକ୍ୟାବିନେଟ୍ ମନ୍ତ୍ରୀ୧) ସୁରେଶ ପୂଜାରୀ – ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା୨) ରବି ନାରାୟଣ ନାୟକ – ଗ୍ରାମ ଉନ୍ନୟନ. ପଞ୍ଚାୟତରାଜ ଓ ପାନୀୟଜଳ୩) ନିତ୍ୟାନନ୍ଦ ଗଣ୍ଡ – ସ୍କୁଲ୍ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ଶସକ୍ତକରଣ୪) କୃଷ୍ଣଚନ୍ଦ୍ର ପାତ୍ର – ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ୫) ପୃଥ୍ୱୀରାଜ ହରିଚନ୍ଦନ – ଆଇନ୍‌, ପୁତ୍ତ ଓ ଅବକାରୀ୬) ଡ. ମୁକେଶ ମହାଲିଙ୍ଗ – ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ୭) ବିଭୁତି ଭୁଷଣ ଜେନା – ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି୮) ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର – ଗୃହ ଓ ନଗର ଉନ୍ନୟନ, ସାଧାରଣ ଅଭିଯୋଗରାଷ୍ଟ୍ରମନ୍ତ୍ରୀ ସ୍ୱାଧୀନ୧) ଗଣେଶ ରାମ ସିଂ ଖୁଣ୍ଟିଆ – ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା୨) ସୂର୍ଯ୍ୟବଂଶୀ ସୂରଜ – ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି୩) ପ୍ରଦୀପ ବଳସମାନ୍ତ – ସମବାୟ, ହସ୍ତତନ୍ତ୍ର, ବୟନଶିଳ୍ପ ଓ ହସ୍ତଶିଳ୍ପ୪) ଗୋକୁଳାନନ୍ଦ ମଲ୍ଲିକ – ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ୟ ଓ ମଧ୍ୟମ ଉଦ୍ଦ୍ୟୋଗ୫) ସମ୍ପଦ ସ୍ୱାଇଁ – ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା