ଭୁବନେଶ୍ୱର,୨୧/୬ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ l ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ ପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ।ସୂଚନା ଯୋଗ୍ୟ ଯେ ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ଶ୍ରୀ ମାଝୀ ଲୋକପ୍ରିୟତା ହାସଲ କରିଛନ୍ତି। ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି, ସୁଖ ଦୁଃଖ ହେଉଛନ୍ତି ଏବଂ ଅଭିଯୋଗ ଗୁଡ଼ିକର ସମାଧାନ ପାଇଁ ଆଶ୍ଵାସନା ମଧ୍ୟ ଦେଉଛନ୍ତି।ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି।
Related Posts
ବଦଳିଲେ ବହୁ ଜିଲ୍ଲାର ଏସ୍ପି, ବଦଳିଲେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ
- satakhabar
- September 29, 2024
- 0
ଭୁବନେଶ୍ୱର, ୨୯/ ୯ : ୱାଇ. ବି ଖୁରାନିଆ ନୂଆ ପୁଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେବାର ପ୍ରାୟ ଦେଢ଼ ମାସ ପରେ ଆଜି ଏସ୍ପି ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ୨୦ଟି […]
ମହଙ୍ଗା ପଡ଼ିଲା ନବୀନଙ୍କ ସ୍କୁଟି !
- satakhabar
- December 10, 2024
- 0
ଭୁବନେଶ୍ବର,୧୦/୧୨ : ୨୦୨୩ ଅକ୍ଟୋବର ୧୧ତାରିଖରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଥିଲେ । ବିଏଲଏଫ ଓ ଡିଏଲଏଫଙ୍କ ପାଇଁ କରାଯାଇଥିଲା ଗାଡି ବ୍ୟବସ୍ଥା । ୧୫ […]
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସାମ୍ବାଦିକଗଣ ; ସର୍ବଜନ କଲ୍ୟାଣକାରୀ ବଜେଟ୍ ପାଇଁ ଅଭିନନ୍ଦନ ଜଣାଇଲେ
- satakhabar
- July 26, 2024
- 0
ଭୁବନେଶ୍ୱର,୨୬/୭ : ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ପ୍ରକୋଷ୍ଠରେ ସାମ୍ବାଦିକମାନେ ଭେଟିଛନ୍ତି। ରାଜ୍ୟବାସୀଙ୍କ ପାଇଁ ଏକ ଉତ୍ତମ, ବିକାଶ ଅଭିମୁଖୀ ଓ ସର୍ବଜନ କଲ୍ୟାଣକାରୀ ବଜେଟ୍ ଉପସ୍ଥାପିତ କରିଥିବାରୁ ସେମାନେ […]