ନୂଆଦିଲ୍ଲୀ: ନୂଆ ସଂସଦ ଭବନରେ ଓଡ଼ିଆରେ ଶପଥ ନେଲେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ। ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହେବା ମାତ୍ରେ ପ୍ରଥମେ ସାଂସଦ ଭାବେ ଶପଥ ନେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ନବ ନିର୍ବାଚିତ ସାଂସଦମାନଙ୍କୁ ଶପଥ ପାଠ କରାଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ ନିଜ ମାତୃଭାଷା ଓଡ଼ିଆରେ ଶପଥ ପାଠ କରିଛନ୍ତି। ଦୁଇ ଦିନ ଧରି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଚାଲିବ। ଏହାପରେ ୨୬ରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ।
Related Posts
କୋରାପୁଟରେ ସ୍ଵାଭାବିକ ହେଲା ବସ ଚଳାଚଳ; ସାଧାରଣ ଯାତ୍ରୀଙ୍କ ସ୍ୱାର୍ଥକୁ ପ୍ରାଥମିକତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- satakhabar
- June 15, 2024
- 0
ଭୁବନେଶ୍ୱର,୧୫/୬ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ କୋରାପୁଟ ଜିଲ୍ଲା ପ୍ରଶାସନ ଜିଲ୍ଲାର ବସ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି । ଉଭୟ ସଂଘ ମଧ୍ୟରେ ଉପୁଜିଥିବା […]
ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ
- satakhabar
- October 24, 2024
- 0
ଭୁବନେଶ୍ବର, ୨୫/୧୦ : ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ରାତି ୧୨ଟା ୫ରୁ ଆରମ୍ଭ ହୋଇଛି ଏହାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରୁଛି […]
ବଦଳିଲେ ବହୁ ଜିଲ୍ଲାର ଏସ୍ପି, ବଦଳିଲେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ
- satakhabar
- September 29, 2024
- 0
ଭୁବନେଶ୍ୱର, ୨୯/ ୯ : ୱାଇ. ବି ଖୁରାନିଆ ନୂଆ ପୁଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେବାର ପ୍ରାୟ ଦେଢ଼ ମାସ ପରେ ଆଜି ଏସ୍ପି ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ୨୦ଟି […]