ଭୁବନେଶ୍ୱର, ୨୬/୬ : ଆସନ୍ତା ୬ ତାରିଖରେ ୪ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୬ ତାରିଖ ସନ୍ଧ୍ୟାରେ ଆସି ୯ ତାରିଖ ପର୍ଯ୍ୟନ୍ତ ରହିବେ ରାଷ୍ଟ୍ରପତି । ୬ ତାରିଖ ସନ୍ଧ୍ୟାରେ ଉତ୍କଳମଣିଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ସାମିଲ ହେବେ । ୭ ତାରିଖରେ ରଥଯାତ୍ରାରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ସେହିପରି ୮ତାରିଖରେ ଖଣ୍ଡଗିରି, ଉଦୟଗିରି ପରିଦର୍ଶନ କରିବା ପରେ ଅପରାହ୍ନରେ ଡିଭାଇନ୍ ରିଟ୍ରିଟ୍ ସେଣ୍ଟର ଉଦଘାଟନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପରେ ୯ ତାରିଖ ପୂର୍ବାହ୍ନରେ ନାଇଜର କାର୍ଯ୍ୟକ୍ରମରେ ସାମିଲ ହେବେ ଏବଂ ସେହିଦିନ ଅପରାହ୍ନରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।
Related Posts
ନବୀନ ପଟ୍ଟନାୟକ : ଦୁଇ ଦଶନ୍ଧିର ରାଜନୈତିକ ଜୀବନ, ପ୍ୟାରୀ- ପାଣ୍ଡିଆନ
- satakhabar
- June 11, 2024
- 0
ଭୁବନେଶ୍ବର, ୧୧/୬ : ନବୀନଙ୍କ ରେକର୍ଡ଼ ଟ୍ରାକରେ ଲାଗିଲା ବ୍ରେକ୍ । ୨୪ବର୍ଷର ଶାସନର ଘଟିଲା ଅନ୍ତ । ଚଳିତ ସାଧରଣ ନିର୍ବାଚନରେ ବିଜେଡିକୁ ୫୧, ବିଜେପିକୁ ୭୮, କଂଗ୍ରେସକୁ ୧୪, ଅନ୍ୟଦଳକୁ ୪ […]
ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
- satakhabar
- September 13, 2024
- 0
ଭୁବନେଶ୍ୱର,୧୩/୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ୧୪ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏହି ସମୟରେ ସମସ୍ତ କର୍ମଚାରୀଙ୍କୁ ହେଡକ୍ୱାର୍ଟର […]
ଜଙ୍ଗଲ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ରହୁଥିବା ଜନସାଧାରଣଙ୍କୁ ଶ୍ରମ ଭିତ୍ତିକ ନିଯୁକ୍ତି ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- satakhabar
- September 5, 2024
- 0
ଭୁବନେଶ୍ୱର,୫/୯ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି । ସମୀକ୍ଷାରେ ଜଙ୍ଗଲ ଅଞ୍ଚଳରେ ଅବୈଧ ଗଛ କଟା […]