ଭୁବନେଶ୍ୱର,୨/୭: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ରାଷ୍ଟ୍ରପତି ଭୁବନେଶ୍ୱର, ପୁରୀ, ଏବଂ ଖୋର୍ଦ୍ଧା ଆଦି ଅଞ୍ଚଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।ଏହି ପରିପ୍ରେକ୍ଷୀରେ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତିଙ୍କ ଗସ୍ତ ଏବଂ ରହଣି ଅଞ୍ଚଳକୁ ନୋ ଡ୍ରୋନ୍ ଜୋନ୍ ତଥା ନୋ ଫ୍ଲାଇଂ ଜୋନ୍ ଘୋଷଣା କରାଯାଇଛି। ଏନେଇ ରାଜ୍ୟ ଗୁଇନ୍ଦା ନିର୍ଦ୍ଦେଶାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।
Related Posts
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାଁରେ ଫେକ୍ ଆଇଡି
- satakhabar
- June 13, 2024
- 0
ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାଁରେ ଫେକ୍ ଆଇଡି। ତାଙ୍କ ନାଁରେ ଖୋଲିଛି ଫେକ୍ ‘X’ ଆକାଉଣ୍ଟ। ଆଉ ସେହି ଆକାଉଣ୍ଟରେ ଫେକ୍ ନ୍ୟୁଜ୍ ପୋଷ୍ଟ ହେଉଛି। ଆଜି 5-T ଓ […]
ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କଲେ ହାଇକୋର୍ଟ
- satakhabar
- September 26, 2024
- 0
ଭୁବନେଶ୍ବର, ୨୬/୯ : ପାର୍ବଣ ଋତୁରେ ଲାଗିଛି ବଡ଼ ଝଟ୍କା । ଦଶହରା ଉତ୍ସବକୁ ନେଇ ଆଜି ହାଇକୋର୍ଟ ଦେଇଛନ୍ତି କଡ଼ା ନିର୍ଦ୍ଦେଶ । ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କରିଛନ୍ତି କୋର୍ଟ। […]
‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ କରିପାରିବେ ଅଙ୍ଗନବାଡ଼ି କର୍ମୀ
- satakhabar
- August 30, 2024
- 0
ଭୁବନେଶ୍ବର, ୩୦/୮ : ‘ସୁଭଦ୍ରା’ ଯୋଜନା ପାଇଁ ଅଙ୍ଗନବାଡ଼ି କର୍ମୀ କରିପାରିବେ ଆବେଦନ । ଏ ନେଇ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଅଙ୍ଗନବାଡ଼ି କର୍ମୀଙ୍କ ସମେତ ସହାୟିକା, ଆଶା କର୍ମୀ, […]