ଭୁବନେଶ୍ୱର,୨/୭: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ରାଷ୍ଟ୍ରପତି ଭୁବନେଶ୍ୱର, ପୁରୀ, ଏବଂ ଖୋର୍ଦ୍ଧା ଆଦି ଅଞ୍ଚଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।ଏହି ପରିପ୍ରେକ୍ଷୀରେ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତିଙ୍କ ଗସ୍ତ ଏବଂ ରହଣି ଅଞ୍ଚଳକୁ ନୋ ଡ୍ରୋନ୍ ଜୋନ୍ ତଥା ନୋ ଫ୍ଲାଇଂ ଜୋନ୍ ଘୋଷଣା କରାଯାଇଛି। ଏନେଇ ରାଜ୍ୟ ଗୁଇନ୍ଦା ନିର୍ଦ୍ଦେଶାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।
Related Posts
ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କୁ ଛୁଟି ମନା
- satakhabar
- June 11, 2024
- 0
ଭୁବନେଶ୍ୱର : ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ମନା । ଏନେଇ ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ ଚିଠି । ସାଧାରଣ ପ୍ରଶାସନ ବିଭାଗ ଏସିଏସ୍ଙ୍କ ପକ୍ଷରୁ ଚିଠି ହେଲା । […]
ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- satakhabar
- August 21, 2024
- 0
ଭୁବନେଶ୍ୱର,୨୧/୮ : ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବାର ପ୍ରାୟ ଅଢ଼େଇମାସ ପରେ ପ୍ରଥମଥର ପାଇଁ ଆଜି ଆଇଏଏସ୍ ଅଫିସରସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ବରିଷ୍ଠ ଆଇଏଏସ୍ ସତ୍ୟବ୍ରତ ସାହୁଙ୍କୁ ଗୃହ ବିଭାଗ […]
ଆଡ଼ପ ପହଣ୍ଡିରେ ଅଘଟଣ ଘଟଣା : ନବୀନଙ୍କ ଚିଠିର ଉତ୍ତର ଦେଲେ ମୁଖ୍ୟମନ୍ତ୍ରୀ
- satakhabar
- July 11, 2024
- 0
ଭୁବନେଶ୍ବର,୧୧/୭ : ଶ୍ରୀଜିଉମାନଙ୍କୁ ଆଡ଼ପ ମଣ୍ଡପରେ ବିଜେ କରାଯିବା ପୂର୍ବରୁ ଗତ ମଙ୍ଗଳବାର ପହଣ୍ଡି ସମୟରେ ଘଟିଥିବା ଅଘଟଣ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଲେଖିଥିବା ଚିଠିର […]