ଭୁବନେଶ୍ୱର,୨୬/୭ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଟି ନୂଆ ଇ.ଏସ.ଆଇ ହସ୍ପିଟାଲ ସ୍ଥାପନ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। କେନ୍ଦୁଝର ଓ ସୋନପୂର ସହରରେ ଏହି ଦୁଇଟି ହସ୍ପିଟାଲ ପ୍ରତିଷ୍ଠା ହେବ ।ଏହାଦ୍ବାରା ସ୍ଥାନୀୟ ଅଞ୍ଚଳର ଶ୍ରମିକ ଶ୍ରେଣୀର ଲୋକ ଓ ସେମାନଙ୍କ ପରିବାର ଉତ୍ତମ ସ୍ବାସ୍ଥ୍ୟ ସେବା ପାଇ ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
Related Posts
ସୁଜାତାଙ୍କ ଛୁଟି ଆବେଦନ ଖାରଜ କଲେ ମୋହନ ସରକାର
- satakhabar
- November 26, 2024
- 0
ଭୁବନେଶ୍ବର, ୨୬/୧୧ : ଭିକେ ପାଣ୍ଡିଆନଙ୍କ ପତ୍ନୀ ଆଇଏଏସ୍ ସୁଜାତା କାର୍ତ୍ତିକେୟନ ରାଉତଙ୍କୁ ଶକ୍ତ ଝଟକା । ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ପିଛିଲା ଭାବେ ମେ’ ୩୧ରୁ ୬ମାସ ଛୁଟିରେ ପଳାଇଥିବା ସୁଜାତା […]
ଗିରଫ ହେବାର ୪ ଘଣ୍ଟା ମଧ୍ୟରେ ଜାମିନ ପାଇଲେ ୭ ରୋଡ ରୋମିଓ
- satakhabar
- September 21, 2024
- 0
ଭୁବନେଶ୍ବର,୨୧/୯ : ସେନାବାହିନୀର ମେଜର ଗୁରୁବନ୍ତ ସିଂଙ୍କ ବାନ୍ଧବୀଙ୍କୁ କମିସନରେଟ୍ ପୁଲିସ ଅନ୍ତର୍ଗତ ଚନ୍ଦକା ରାସ୍ତାରେ ମାଡ଼ ଅଭିଯୋଗ ଘଟଣାରେ ଗିରଫ ୭ ଅଭିଯୁକ୍ତଙ୍କୁ ଆଜି ସନ୍ଧ୍ୟାରେ ଜାମିନ୍ ମିଳିଛି। ଭୁବନେଶ୍ବର ଜେଏମ୍ଏଫ୍ସି କୋର୍ଟ […]
ବାଲୁକାକଳାରେ ସମବେଦନା ଜଣାଇଲେ ସୁଦର୍ଶନ ପଟ୍ଟନାୟକ
- satakhabar
- August 2, 2024
- 0
ପୁରୀ,୨/୮: କେରଳର ଓ୍ବାୟନାଡ୍ରେ ମଙ୍ଗଳବାର ଘଟିଥିବା ପ୍ରଳୟଙ୍କରୀ ଭୂସ୍ଖଳନରେ ମୃତକ, ନିଖୋଜ ଏବଂ କ୍ଷତିଗ୍ରସ୍ତଙ୍କୁ ସମବେଦନା ଜଣାଇ ପୁରୀ ବେଳାଭୂମିରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକାକଳା ନିର୍ମାଣ କରିଛନ୍ତି। ଏପରିକି ବାଲୁକାକଳାରେ ଓ୍ବାୟନାଡର ବିଭୀଷିକାକୁ […]