ରାଜ୍ୟସଭାରୁ ଇସ୍ତଫା ଦେଲେ ମମତା ମହନ୍ତ

ଭୁବନେଶ୍ୱର,୩୧/୭: ବିଜୁ ଜନତା ଦଳର ରାଜ୍ୟସଭା ସଂସଦ ମମତା ମହନ୍ତ ରାଜ୍ୟସଭାରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକର ଗୃହରେ ଏହି ସୂଚନା ଦେଇଛନ୍ତି। ମମତା ୨୦୨୦ରେ ରାଜ୍ୟସଭାକୁ ବିଜେଡି ଟିକେଟ୍‌ରେ ନିର୍ବାଚିତ ହୋଇଥିଲେ। କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ଭାବେ ମମତା ମହାନ୍ତ ଜଣା।

Leave a Reply

Your email address will not be published. Required fields are marked *