ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସାଧାରଣ ଦର୍ଶନ

ପୁରୀ,୩/୮ : ଶ୍ରାବଣ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ। ଏହି ଅବସରରେ ଆସନ୍ତାକାଲି (ରବିବାର) ପ୍ରଥମ ଭୋଗମଣ୍ଡପ ଶେଷ ହେବାପରେ ଆପାତତଃ ଅପରାହ୍ନ ୨ଟା ପରଠୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *