ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦/୮ : ରେଳ ବିକାଶ ପାଇଁ ଓଡ଼ିଶାକୁ ୬ଟି ପ୍ରକଳ୍ପ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ପ୍ରକଳ୍ପ ଓଡ଼ିଶାର ବିକାଶ ଧାରାକୁ ଆଗକୁ ନେବ। କଳାହାଣ୍ଡି, ନବରଙ୍ଗପୁର, ମାଲାକନଗିରି, କେନ୍ଦୁଝର, ମୟୂରଭଞ୍ଜ ଆଦି ଅଞ୍ଚଳରେ ଲାଭବାନ ହେବ। ୧୫ ହଜାର କୋଟି ଟଙ୍କାର ପ୍ରକଳ୍ପ ଓଡ଼ିଶା ପରିବହନକୁ ନୂଆ ଦିଶା ଦେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave a Reply

Your email address will not be published. Required fields are marked *