SCBରେ ରୋଗୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଡାକ୍ତର ଗିରଫ

କଟକ, ୧୩/୮ : SCBରେ ରୋଗୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଡାକ୍ତର ଗିରଫ । କାର୍ଡିଓଲୋଜି ବିଭାଗର ସଂପୃକ୍ତ ଡାକ୍ତରଙ୍କୁ ଗିରଫ କଲା ମଙ୍ଗଳାବାଗ ପୋଲିସ । ଇକୋ ଟେଷ୍ଟ ବେଳେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ରୋଗୀଙ୍କ ସମ୍ପର୍କୀୟ ଡାକ୍ତରଙ୍କ ବିରୋଧରେ ଏପରି ସଙ୍ଗୀନ୍ ଅଭିଯୋଗ ଆଣିଥିଲେ ।