ଭୁବନେଶ୍ବର, ୧୯/୮ : ଆସନ୍ତାକାଲିଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହେବ । ଏହି ଅଧିବେଶନ ସେପ୍ଟେମ୍ବର ୧୩ତାରିଖ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ରହିଛି । ଏହି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନରେ ବିଭିନ୍ନ ବିଭାଗର ବଜେଟ୍ ଅନୁଦାନ ଦାବି ଉପରେ ଗୃହରେ ଆଲୋଚନା ଓ ପାରିତ ହେବ ।ବିଧାନସଭା ସଚିବାଳୟ ପକ୍ଷରୁ ଆଜି ଜାରି କାର୍ଯ୍ୟସୂଚୀ ଅନୁସାରେ, ଆସନ୍ତାକାଲି ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ପୂର୍ବତନ ବିଧାୟକ ସୁନ୍ଦରମୋହନ ମାଝୀଙ୍କ ସମ୍ମାନରେ ଶୋକପ୍ରସ୍ତାବ ଆସିବ । ତା’ପରେ ଗୃହରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ହେବ । ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ ବିଭିନ୍ନ ବିଭାଗର ମନ୍ତ୍ରୀମାନେ ବିଭିନ୍ନ ପେପର ଓ ବାର୍ଷିକ ରିପୋର୍ଟ ଉପସ୍ଥାପନ କରିବେ ।
Related Posts
ପୂର୍ବତନ କଂସ ମହାରାଜଙ୍କ ପରଲୋକ
- satakhabar
- August 13, 2024
- 0
ଭୁବନେଶ୍ୱର,୧୩/୮ : ବରଗଡ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ ହୋଇଛି । ୭୦ବର୍ଷ ବୟସରଙ୍କ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି । ୨୫ବର୍ଷ ଧରି […]
ବେଙ୍ଗାଲୁରୁ ମହାଲକ୍ଷ୍ମୀ ହତ୍ୟା ଘଟଣା : ପୁଲିସ ଧରିବା ଆଗରୁ ରଶି ଲଗାଇ ଝୁଲି ପଡ଼ିଲା ଯୁବକ
- satakhabar
- September 25, 2024
- 0
ଭଦ୍ରକ, ୨୫/୯ : ଭଦ୍ରକ ଜିଲ୍ଲାର ଧୂଷୁରୀ ଥାନା ଓ ଆରଡି ଫାଣ୍ଡି ଅନ୍ତର୍ଗତ କୁଳେଇପଦା ଶ୍ମଶାନ ନିକଟରେ ଥିନା ଏକ ଗଛରେ ବୁଧବାର ଭୋର୍ ସମୟରେ ଜଣେ ଯୁବକ ବେକରେ ରଶି ଲଗାଇ […]
ରିସିକିଆ ପ୍ରେମିକକୁ ଧରିଲା କ୍ରାଇମବ୍ରାଞ୍ଚ; ମଧ୍ୟ ବୟସ୍କା ମହିଳାଙ୍କୁ କରୁଥିଲା ଟାର୍ଗେଟ
- satakhabar
- September 13, 2024
- 0
ଭୁବନେଶ୍ବର, ୧୩/୯ : ମାଟ୍ରିମୋନିଆଲ ସାଇଡରେ ସେକେଣ୍ଡ ମ୍ୟାରେଜ ନାଁରେ ଖୋଲିଥିଲା ଆକାଉଣ୍ଟ। କେତେବେଳେ ନିଜକୁ ରେଲୱେ କର୍ମଚାରୀ, ଇନକମ ଟ୍ୟାକ୍ସ ଇନସିପେକ୍ଟର, କଷ୍ଟମ୍ସ ଅଫିସର ଓ ସେଣ୍ଟ୍ରାଲ ଏକସାଇଜ ଅଧିକାରୀ କହୁଥିଲା। ମଧ୍ୟ […]