ଓ୍ବାର୍ସ/ନୂଆଦିଲ୍ଲୀ,୨୧/୮: ଦୁଇ ଦିନିଆ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୋଲାଣ୍ଡର ଓ୍ବାର୍ସରେ ପହଞ୍ଚିଛନ୍ତି। ପୋଲାଣ୍ଡ ପରେ ମୋଦି ମଧ୍ୟ ୟୁକ୍ରେନ ଗସ୍ତ କରିବେ। ଗତ ୪୫ ବର୍ଷ ମଧ୍ୟରେ ପୋଲାଣ୍ଡ ଗସ୍ତରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ଗସ୍ତ।ଓ୍ବାର୍ସରେ ମୋଦି ପୋଲାଣ୍ଡ ରାଷ୍ଟ୍ରପତି ଆଣ୍ଡ୍ରଜେ ସେବାଷ୍ଟିଆନ ଡୁଡା ଏବଂ ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କଙ୍କୁ ଭେଟିବେ। ପୋଲାଣ୍ଡରେ ଥିବା ଭାରତୀୟ ସମ୍ପ୍ରଦାୟର ଲୋକଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି।
Related Posts
କେନ୍ଦ୍ରକୁ ହେଲିକପ୍ଟର ମାଗିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- satakhabar
- October 7, 2024
- 0
ନୂଆଦିଲ୍ଲୀ, ୧୦/୭ : ଆଜି ଦିଲ୍ଲୀରେ ବସିଥିଲା ନକ୍ସଲ ମୁକାବିଲା ବୈଠକ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହଙ୍କ ଅଧ୍ୟକ୍ଷତାରେ ଆସିଥିବା ଏହି ବୈଠକରେ ମୋହନ ମାଝୀଙ୍କ ସହ ୮ ନକ୍ସଲପ୍ରବଣ ରାଜ୍ୟର ମୁଖ୍ୟମନ୍ତ୍ରୀ […]
ଆଜି ରାମନବମୀ; ଉତ୍ସବମୁଖର ଅଯୋଧ୍ୟା
- satakhabar
- April 17, 2024
- 0
ନୂଆଦିଲ୍ଲୀ,17/4: ଆଜି ପବିତ୍ର ରାମ ନବମୀ । ମର୍ଯ୍ୟାଦା ପୁରୁଷ ଶ୍ରୀରାମଙ୍କ ଜନ୍ମତିଥି । ଆଜିର ଦିନରେ ପାପର କ୍ଷୟ ପାଇଁ ଧରାପୃଷ୍ଠକୁ ଓହ୍ଲାଇଥିଲେ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ର । ରାମ ନବମୀକୁ ନେଇ […]
ଆଇଏଏସ କୋଚିଂ ସେଣ୍ଟରରେ ପାଣି ପଶିବା ଘଟଣା; ଆଉ ୫ ଗିରଫ
- satakhabar
- July 29, 2024
- 0
ନୂଆଦିଲ୍ଲୀ, ୨୯ /୭ : ଦିଲ୍ଲୀରେ ପ୍ରବଳ ବର୍ଷା ଯୋଗୁଁ ରାଜେନ୍ଦ୍ର ନଗର ଅଞ୍ଚଳରେ ଥିବା ଆଇଏଏସ କୋଚିଂ ସେଣ୍ଟର ‘ରାଓଜ୍ ଷ୍ଟଡି ସର୍କଲ’ର ବେସ୍ମେଣ୍ଟ ରେ ହଠାତ୍ ପାଣି ପଶିଯାଇଥିଲା। ଯାହାଫଳରେ ସେଠାରେ […]