ପୁରୀ,୨୬/୮ : ଶ୍ରୀମନ୍ଦିରରେ ସୋମବାର ଭାଦ୍ରକ କୃଷ୍ଣ ଅଷ୍ଟମୀ ତିଥିରେ ମହାପ୍ରଭୁଙ୍କ ଶ୍ରୀକୃଷ୍ଣ ଜନ୍ମ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ଚାରି ଘଣ୍ଟା ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ଆଳତୀ ଭୋଗ ପରେ ସନ୍ଧ୍ୟା ୭ଟାରୁ ରାତି ୧୧ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
Related Posts
ବିଶ୍ବ ବିଜୟୀ ଭାରତୀୟ ହକି ଦଳର ହିରୋମାନଙ୍କୁ ଭବ୍ୟ ସମ୍ବର୍ଦ୍ଧନା, ହକିର ବିକାଶ ପାଇଁ ଆମେ ଆହୁରି ନୂଆ ନୂଆ ପଦକ୍ଷେପ ନେବୁ : ମୁଖ୍ୟମନ୍ତ୍ରୀ
- satakhabar
- August 21, 2024
- 0
ଭୁବନେଶ୍ୱର, ୨୧/୮ : ଭୁବନେଶ୍ବର ଆଜି ଥିଲା ଉତ୍ସବ ମୁଖରିତ। ବିଶ୍ବ ବିଜୟୀ ଭାରତୀୟ ହକି ଦଳର ହିରୋମାନଙ୍କୁ ଆଜି ଦିଆଯାଇଥିଲା ଭବ୍ୟ ସମ୍ବର୍ଦ୍ଧନା । ପ୍ୟାରିସ ଅଲମ୍ପିକ୍ସରେ ଭାରତୀୟ ହକି ଦଳର ଐତିହାସିକ […]
ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ; ବଦଳିଲେ ୨୦ ଜିଲ୍ଲାର ଜିଲ୍ଲାପାଳ
- satakhabar
- August 8, 2024
- 0
ଭୁବନେଶ୍ୱର, ୮/୮ : ରାଜ୍ୟରେ ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ। ବଦଳିଲେ ୨୦ ଜିଲ୍ଲାର ଜିଲ୍ଲାପାଳ। ଯାଜପୁର ଜିଲ୍ଲାପାଳ ଥିବା ନିଖିଲ ପୱନ କଲ୍ୟାଣଙ୍କୁ ବଦଳି କରାଯାଇ ତାଙ୍କୁ ଓଡ଼ିଶାମୃର୍ତ୍ତିକା ସଂରକ୍ଷଣ ଓ […]
୯ରେ ସମସ୍ତ ବିଦ୍ୟାଳୟ ଛୁଟି
- satakhabar
- September 5, 2024
- 0
ଭୁବନେଶ୍ବର, ୫/୯ : ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳନ ଅବସରରେ ଆସନ୍ତା ୯ ତାରିଖ (ସୋମବାର) ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ […]