ଇସ୍ତଫା ଦେଲେ ଅରବିନ୍ଦ କେଜ୍ରିଓ୍ବାଲ, ଆତିଶୀ ମାର୍ଲେନା ହେବେ ଆଗାମୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୭/୯ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜ୍ରିଓ୍ବାଲ । କେଜ୍ରିଓ୍ବାଲ ମଙ୍ଗଳବାର ଅପରାହ୍ନରେ ଉପରାଜ୍ୟପାଳ ବିନୟ ସାକ୍ସେନାଙ୍କୁ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ତାଙ୍କ ସହିତ ଆତିଶୀଙ୍କ ସମେତ ସମସ୍ତ ମନ୍ତ୍ରୀ ଉପସ୍ଥିତ ଥିଲେ । ଆତିଶୀ ମାର୍ଲେନାଙ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ କରିବା ଲାଗି ଆପ୍ ବିଧାୟକ ଦଳ ବୈଠକରେ ସର୍ବସମ୍ମତ୍ତି କ୍ରମେ ପ୍ରସ୍ତାବ ଗୃହୀତ ହୋଇଛି ।

Leave a Reply

Your email address will not be published. Required fields are marked *