ଭୁବନେଶ୍ବର, ୨୫/୧୦ : ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ରାତି ୧୨ଟା ୫ରୁ ଆରମ୍ଭ ହୋଇଛି ଏହାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରୁଛି ବାତ୍ୟା । ଏହି ପ୍ରକ୍ରିୟା ସକାଳ ଯାଏଁ ଚାଲୁ ରହିବ । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
Related Posts
ଅକ୍ଟୋବର ୧୦ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ
- satakhabar
- October 7, 2024
- 0
ଭୁବନେଶ୍ୱର, ୭/୧୦ : ଆସନ୍ତା ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲାଯିବ | କ୍ଷେତ୍ର ନିର୍ଦ୍ଦେଶକ ଡ.ପ୍ରକାଶଚାନ୍ଦ ଗୋଗିନାନୀ ଆଜି ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଏହି ସୂଚନା ଦେଇଛନ୍ତି | […]
ଘରେ ପଶି ମହିଳା ଇନ୍ସପେକ୍ଟରଙ୍କୁ ଦୁର୍ବ୍ୟବହାର କରିବା ମହଙ୍ଗା ପଡ଼ିଲା, ଡିଆଇଜି ରାଜେଶ୍ ପଣ୍ଡିତ ସସ୍ପେଣ୍ଡ
- satakhabar
- July 30, 2024
- 0
ଭୁବନେଶ୍ୱର,୩୦/୭ : ରାଜ୍ୟ ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ପଣ୍ଡିତ ରାଜେଶ ଉତ୍ତମରାଓ ସସ୍ପେଣ୍ଡ ହୋଇଛନ୍ତି। ରାଜେଶଙ୍କ ସସ୍ପେଣ୍ଡ ନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ହୋଇଛି । ଭାରତୀୟ ପୋଲିସ ସେବା ଆଇନ […]
ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କୁ କ୍ଲିନ୍ଚିଟ୍
- satakhabar
- October 1, 2024
- 0
କଟକ,୧/୧୦: ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ବଡ଼ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ମଙ୍ଗଳବାର ହାକକୋର୍ଟ ତାଙ୍କୁ କ୍ଲିନ୍ଚିଟ୍ ଦେଇଛନ୍ତି। ତାଙ୍କ ନାଁରେ ତଳକୋର୍ଟ ମାମଲାକୁ ହାଇକୋର୍ଟ ଖାରଜ […]