ନଭେମ୍ବର ୧୮ ଓ ୨୫ଦୁଇ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର ୧୫।୧୧ : ଆସନ୍ତା ନଭେମ୍ବର ୧୮ତାରିଖ ସୋମବାର ଏବଂ ନଭେମ୍ବର ୨୫ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ଏହି ଦିନମାନଙ୍କରେ ୟୁନିଟ-୫, ଭୁବନେଶ୍ୱରସ୍ଥିତ ଅଭିଯୋଗ ପ୍ରକୋଷ୍ଠଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ l ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ଏହି ସୂଚନା ପ୍ରଦାନ କରାଯାଇଛି l

Leave a Reply

Your email address will not be published. Required fields are marked *