ଭୁବନେଶ୍ବର,୬/୩: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ହରିଶ ଟଣ୍ଡନଙ୍କୁ ନିଯୁକ୍ତ କରାଯାଇଛି।
ଏ ନେଇ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ସୁପାରିସ କରାଯାଇଛି। ଜଷ୍ଟିସ ହରିଶ ଟଣ୍ଡନ ଏବେ କୋଲକାତା ହାଇକୋର୍ଟର ବିଚାରପତି ଅଛନ୍ତି।