ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ,୯/୩ : ଉପରାଷ୍ଟ୍ରପତି ଜପଦୀପ ଧନଖଡ଼ ଡାକ୍ତରଖାନାରେ ଭର୍ତ୍ତି। ଛାତିରେ ଯନ୍ତ୍ରଣା ଏବଂ ବିଚଳିତ ଅନୁଭବ କରିବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ୭୩ ବର୍ଷୀୟ ଧନଖଡ଼ ଶନିବାର ବିଳମ୍ବିତ ରାତିରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ଵାସ୍ଥ୍ୟବସ୍ଥା ସ୍ଥିର ଅଛି ଏବଂ ତାଙ୍କୁ କ୍ରିଟିକାଲ କେୟାର ୟୁନିଟ୍‌ରେ ରଖାଯାଇଥିବା ଜଣାପଡ଼ିଛି।

Leave a Reply

Your email address will not be published. Required fields are marked *