ଭୁବନେଶ୍ୱର, ୨୩/୪ : ଓଆରଏଚଡିସି ଦୁର୍ନୀତି ମାମଲାରେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ଜାମିନ ପ୍ରଦାନ କଲେ ସୁପ୍ରିମକୋର୍ଟ। ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ ଗ୍ରହଣ କରିବା ସହ ଭିଜିଲାନ୍ସ କୋର୍ଟକୁ ନୋଟିସ କରିଛନ୍ତି ସର୍ବୋଚ୍ଚ ଅଦାଲତ। ଓଆରଏଚଡିସି ଦୁର୍ନୀତି ମାମଲାରେ ମୋକିମଙ୍କୁ ୩ବର୍ଷ ଜେଲ ଦଣ୍ଡାଦେଶ ଦେଇଥିଲେ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ। ଭିଜିଲାନ୍ସ କୋର୍ଟଙ୍କ ରାୟକୁ କାଏମ ରଖିଥିଲେ ଓଡ଼ିଶା ହାଇକୋର୍ଟ। ଏହାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ମହମ୍ମଦ ମୋକିମ।
Related Posts
ବଲାଙ୍ଗୀରରେ ରାହୁଲ ଗାନ୍ଧୀ; କଂଗ୍ରେସ ଆସିଲେ କୋଟିଏ ଲକ୍ଷପତି ସୃଷ୍ଟି କରିବ
- satakhabar
- May 15, 2024
- 0
ବଲାଙ୍ଗୀର, ୧୫/୫ : ବଲାଙ୍ଗୀରରେ ଆୟୋଜିତ ଜନ ଆଶୀର୍ବାଦ ସଭାରେ ଯୋଗ ଦେଇଛନ୍ତି କଂଗ୍ରେସ ବରିଷ୍ଠ ନେତା ରାହୁଲ ଗାନ୍ଧୀ। ସଭାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ରାହୁଲ। ବିପୁଳ ପରିମାଣରେ […]
ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି
- satakhabar
- April 26, 2024
- 0
ଭୁବନେଶ୍ବର : ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ମତଦାନ ନିମନ୍ତେ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଆଜି (ଶୁକ୍ରବାର) ବିଜ୍ଞପ୍ତି ପ୍ରକାଶ ପାଇବ। ଏହି ପର୍ଯ୍ୟାୟରେ ୫ ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୩୫ ବିଧାନସଭା […]
ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ
- satakhabar
- August 10, 2024
- 0
ଭୁବନେଶ୍ୱର,୧୦/୮ : ରେଳ ବିକାଶ ପାଇଁ ଓଡ଼ିଶାକୁ ୬ଟି ପ୍ରକଳ୍ପ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି […]